ବାହାଘର ପୂର୍ବରୁ ଜଳିବ ଜୁଇ

ଭୁବନେଶ୍ୱର,୭।୬(ବ୍ୟୁରୋ): ଆଉ ୩ଦିନ ପରେ ଘରେ ଆରମ୍ଭ ହୋଇଥାନ୍ତା ଭାଇର ବାହାଘର। ସବୁକିଛି କାମ ସାରି ଭାଇ ଦିନେଶ ଯାଦବ ଯଶୋବନ୍ତ-ହାଓଡା ଏକ୍ସପ୍ରେସରେ ଶାଲିମାର ଆସୁଥିଲା। ସେଠୁ ଲୋକାଲ ଟ୍ରେନ୍‌ ମାଧ୍ୟମରେ ଝାଡଖଣ୍ଡର ଦେବଘର ଜିଲାକୁ ଆସିଥାନ୍ତେ। କିନ୍ତୁ କାଳର କରାଳ ରୂପ ମୋ ଭାଇକୁ ମୋଠାରୁ ଛଡାଇ ନେଲା। ବାହା ବେଦୀରେ ବସିବା ପୂର୍ବରୁ ମଶାଣିରେ ଭାଇର ଜୁଇ ଜଳିବ। ଘରେ ଖୁସି ବଦଳରେ କାନ୍ଦବୋବାଳି ଫାଟିପଡୁଛି ବୋଲି ଦିନେଶଙ୍କ ମୃତଦେହ ପାଇବା ପରେ କୋହଭରା କଣ୍ଠରେ ସାନଭାଇ ସଦାନନ୍ଦ ଏହା କହିଛନ୍ତି। ୩୨ ବର୍ଷୀୟ ଦିନେଶ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରନ୍ତି। ବାହାଘର ଲାଗି ସେ ନିଜ ଘର ଝାଡଖଣ୍ଡ ଯାଉଥିଲେ। ଟ୍ରେନ୍‌ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଥିବା ଖବର ପହଞ୍ଚତ୍ଥିଲା। କିନ୍ତୁ ଟ୍ରେନ ଚଳାଚଳ ସୁବିଧା ନଥିବାରୁ ଆସିପାରୁ ନ ଥିଲି। ମଙ୍ଗଳବାର ସଦାନନ୍ଦ ଯାଦବ ଭୁବନେଶ୍ୱର ଏମ୍‌ସରେ ନିଜ ଭାଇର ମୃତଦେହକୁ ଚିହ୍ନିବା ପରେ ନିଜ ଘରକୁ ନେଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?