ବାହାନଗା ଟ୍ରେନ୍‌ ଦୁର୍ଘଟଣା: ବନ୍ଧା ହେଲେ ୩ ରେଳ କର୍ମଚାରୀ

ବାଲେଶ୍ବର,୭।୭(ମାନସବିଶ୍ୱାଳ): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ସିବିଆଇ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୩ଜଣ ରେଳ କର୍ମଚାରୀଙ୍କୁ ସିବିଆଇ ଗିରଫ କରିଛି। ଗିରଫ କର୍ମଚାରୀମାନେ ହେଲେ ସିନିଅର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାଁ ଏବଂ ଟେକ୍‌ ନିସିଆନ୍‌ ପପୁ କୁମାର। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଆଇପିସି ଧାରା ୩୦୪ ଏବଂ ୨୦୧ରେ ୩ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଗତ ଜୁନ ୨ ତାରିଖରେ ବାଲେଶ୍ବର ବାହାନଗାଠାରେ କରମଣ୍ଡଳ
ଏକ୍ସପ୍ରେସ ଦୁର୍ଘଟଣାର ଶିକାର ହୋଇଥିଲା। ଦୁର୍ଘଟଣାରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri