ବାହିନୀପତିଙ୍କ ବିସ୍ଫୋରକ ବୟାନ: ଆମ ବିଧାୟକ କେହି…

ଭୁବନେଶ୍ୱର,୧୨।୩।: କଂଗ୍ରେସ ବିଧାୟକ ତାରା ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆମ ବିଧାୟକ କେହି ଗୃହକୁ ଯିବେନି, ଗାନ୍ଧିମୂର୍ତ୍ତି ତଳେ ଧାରଣାରେ ବସିବେ। ଗୃହରେ ଯାହା ଘଟିଲା ଏହା ଭାଜପାର ଗଣତନ୍ତ୍ର ଓ ଓଡ଼ିଆ ଅସ୍ମିତା ଅନେକ ସମୟରେ ମୁଁ ପ୍ରଶ୍ନ ପଚାରିଥିଲି, ତାଙ୍କୁ ବାଣ ଭଳିଆ ଭେଦିଥିଲା।

ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି।

ଏନେଇ ମୁହଁ ଖୋଲିଛନ୍ତି ତାରା। ସେ କହିଛନ୍ତି, ରାତି ସାରା ପ୍ରତିବାଦ କରିବୁ । ଗାନ୍ଧି ମୂର୍ତ୍ତି ତଳେ ବସି ରାତି ସାରା ପ୍ରତିବାଦ କରିବୁ। ବିଧାନସଭାରେ ଅଶାନ୍ତ ପରିବେଶ ନେଇ ବାଚସ୍ପତିଙ୍କୁ ଜଣାଇଥିଲୁ ହେଲେ ଆମ କଥା ଶୁଣିଲେନି। ଗଣତନ୍ତ୍ରକୁ ହତ୍ୟା କରାଯାଇଛି। ଜୟନାରାୟଣ ମୋର କଲର୍‌ ଧରିଲେ, ବାବୁ ସିଂ ଧକ୍କା ମାରିଲେ। ଏନେଇ ଲେଖିକି ଜଣାଇଲୁ ହେଲେ ବାଚସ୍ପତି ଶୁଣିଲେନି। ମୁଁ ସରକାରଙ୍କ ବିରୋଧରେ କହୁଛି ବୋଲି ସେମାନେ ଡରୁଛନ୍ତି।

ତେବେ ତାରାଙ୍କ ପାଇଁ ବାହାରିଛି ବିଜେଡି। ବିଜେଡି ବିଧାୟକ ଅରୁଣ ସାହୁ ଏହାକୁ ନିନ୍ଦା କରିବା ସହ ନିଲମ୍ବନ ପ୍ରତ୍ୟାହାର ପାଇଁ ଦାବି କରିଛନ୍ତି। ସେ କହିଛନ୍ତି, ବିରୋଧୀଙ୍କୁ ବାଚସ୍ପତି କହିବାକୁ ସୁଯୋଗ ଦେଉ ନାହାନ୍ତି। କାଲି ଆମ ଦଳ ଏନେଇ ବାଚସ୍ପତିଙ୍କୁ ଭେଟି ଅପିଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri