ବାହାନଗା ଟ୍ରେନ୍‌ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏଯାବତ୍‌ ୨୭୭ଜଣ ମୃତ ହୋଇଥିବାବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏନେଇ ମୃତ ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌। ମୃତକଙ୍କ ପରିବାରକୁ ୫ଲକ୍ଷ ଏବଂ ଆହତଙ୍କୁ ୧ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ନେଇ ଘୋଷଣା କରିଛନ୍ତି। ଘଟଣାସ୍ଥଳରେ ରେସକ୍ୟୁ ଏବଂ ରିଲିଫ୍‌ କର୍ମୀଙ୍କୁ ନିଯୁକ୍ତି କରାଯାଇଛି ବୋଲି ଷ୍ଟାଲିନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri