ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଆଜି ଭଉଣୀଙ୍କୁ ଧରି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ପ୍ରଥମେ ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଶେଷରେ ରଥାରୂଢ ହୋଇଛନ୍ତି ପ୍ରଭୁ ଜଗନ୍ନାଥ। ଘଣ୍ଟ ଓ କାହାଣୀ ନାଦରେ ବଡ଼ଦାଣ୍ଡ ପ୍ରକମ୍ପିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri