Posted inUncategorized

ବାହୁଡାରେ ଭାବବିହ୍ୱଳ ହେଲେ ପୁରୀବାସିନ୍ଦା

Featured Video Play Icon

ନବଦିନାତ୍ମକ ଯାତ୍ରା ଶେଷ ହେବା ପରେ ଆଜି ଭାଈ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡିଛନ୍ତି ମହାପ୍ରଭୁ। ଏଥର ବିନା ଭକ୍ତରେ ରଥଟଣା ହେଉଥିବାରୁ ଭକ୍ତଙ୍କ ମନରେ ଅନେକ ଦୁଃଖ। ପୁରୀବାସିନ୍ଦା ହୋଇ ମଧ୍ୟ ବଡଠାକୁରଙ୍କ ରଥ ଏଥର ଟାଣିପାରିନଥିବାରୁ ଭାବବିହ୍ୱଳ ହୋଇଛନ୍ତି ପୁରୀବାସିନ୍ଦା।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri