ବେଢା ଭିତରେ ହେଲା ବାହୁଡା ଯାତ୍ରା

ଧରାକୋଟ,୨ା୭(ଡି.ଏନ୍‌.ଏ.)- ଓଡ଼ିଶାର ଯେତେ ଗଡ଼ଜାତ ରାଜ୍ୟ ରହିଛି ସେଥିମଧ୍ୟରୁ ଧରାକୋଟ ଗଡ଼ର ବାହୁଡ଼ା ଯାତ୍ରା ନିଆରା। କିନ୍ତୁ ଚଳିତବର୍ଷ ମହାମାରୀ କରୋନା ପାଇଁ ଶହ ଶହ ବର୍ଷର ପରମ୍ପରା ଭାଙ୍ଗିଛି। ମନ୍ଦିର ବେଢ଼ା ଭିତରେ ସମ୍ପନ୍ନ ହୋଇଛି ଶ୍ରୀଜୀଉଙ୍କ ବାହୁଡା ଯାତ୍ରା। ବଡ଼ପଣ୍ଡା ତ୍ରିନାଥ ପଣ୍ଡା ଦେବନୀତି ସମ୍ପନ୍ନ କରିଥିବା ବେଳେ ମନ୍ଦିର ଚାରିପଟେ ପୋଲିସର କଡ଼ା ପହରା ରହିଥିଲା। ଧରାକୋଟର ଲକ୍ଷାଧିକ ଶ୍ରଦ୍ଧାଳୁ ଦେବ ଦର୍ଶନରୁ ବଞ୍ଚତ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଗଲା ବଞ୍ଚାଓ ପଦଯାତ୍ରା ଆରମ୍ଭ

ପୁରୀ ଅଫିସ,୧୪ା୧୦:ବଗଲା ଧର୍ମଶାଳା ଜମି ବିକ୍ରି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବ ଭାଜପା। ଏନେଇ ବୁଧବାର ସକାଳ ୯ଟାରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସିଂହଦ୍ୱାରଠାରୁ...

ଡ୍ରିମ୍ସ ଇଞ୍ଜିନିୟରିଂ କଲେଜରେ ହେବ ସ୍ବତନ୍ତ୍ର କରୋନା ହସ୍ପିଟାଲ

କଟକ ଅଫିସ,୨୮ା୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଗୁରୁବାର ତୃତୀୟ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା...

ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ ଘଟଣା,ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୭।୧(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍‌...

ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ: କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ବାରିପଦା ଅଫିସ, ୯।୨-ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଶନିବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ...

ବାୟୁ ପ୍ରଦୂଷଣ: ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା ବେଳେ ରେଳରୁ ଧୂଅଁା ବାହାରୁ ନାହିଁ। ଏହାସତ୍ତ୍ୱେ ବାୟୁର...

ଫି ବୃଦ୍ଧିକୁ ଜୋରଦାର ବିରୋଧ: କଲେଜ ଗେଟ୍‌ରେ ତାଲା

ତାଳଚେର,୨୧ା୯(ନି.ପ୍ର.) – ରି ଆଡମିଶନ ଫି ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟ ଯୁକ୍ତ ୨ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଫଳରେ ଦୀର୍ଘ ସମୟ...

ଖଳାରେ କାମ କରୁଥିବା ସମୟରେ ମହିଳାଙ୍କୁ ଆକ୍ରମଣ କଲା ବାରହା

ରାଜନଗର,୨୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବେଲପାଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସକାଳୁ ଗାଁର ଅମରୀ ସାହାଣୀ ନାମକ ୬୦ ବର୍ଷୀୟା ଜଣେ ମହିଳା...

ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ...

Advertisement
Archives

Model This Week