ବେଢା ଭିତରେ ହେଲା ବାହୁଡା ଯାତ୍ରା

ଧରାକୋଟ,୨ା୭(ଡି.ଏନ୍‌.ଏ.)- ଓଡ଼ିଶାର ଯେତେ ଗଡ଼ଜାତ ରାଜ୍ୟ ରହିଛି ସେଥିମଧ୍ୟରୁ ଧରାକୋଟ ଗଡ଼ର ବାହୁଡ଼ା ଯାତ୍ରା ନିଆରା। କିନ୍ତୁ ଚଳିତବର୍ଷ ମହାମାରୀ କରୋନା ପାଇଁ ଶହ ଶହ ବର୍ଷର ପରମ୍ପରା ଭାଙ୍ଗିଛି। ମନ୍ଦିର ବେଢ଼ା ଭିତରେ ସମ୍ପନ୍ନ ହୋଇଛି ଶ୍ରୀଜୀଉଙ୍କ ବାହୁଡା ଯାତ୍ରା। ବଡ଼ପଣ୍ଡା ତ୍ରିନାଥ ପଣ୍ଡା ଦେବନୀତି ସମ୍ପନ୍ନ କରିଥିବା ବେଳେ ମନ୍ଦିର ଚାରିପଟେ ପୋଲିସର କଡ଼ା ପହରା ରହିଥିଲା। ଧରାକୋଟର ଲକ୍ଷାଧିକ ଶ୍ରଦ୍ଧାଳୁ ଦେବ ଦର୍ଶନରୁ ବଞ୍ଚତ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଧକ୍କାରେ ଜଣଙ୍କ ଜୀବନଗଲା

ବରଗଡ଼ ଅଫିସ,୨୭।୧୨: ବରଗଡ଼ ସହର ବ୍ରହ୍ମବିହାର-ଗୋବିନ୍ଦପାଲି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କା ଦେବା ଯୋଗୁ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ...

ବଜାର ବୁଲାଇ ନେବା ବାହାନାରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାରିପଦା,୧୫ା୧୧-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ନିର୍ମମ ହତ୍ୟା ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ମୟୂରଭଞ୍ଜ ଜିଲା...

ଦିନକ ବ୍ୟବଧାନରେ ମା’, ଝିଅଙ୍କ ମୃତ୍ୟୁ

ଗୁଡାରି,୧୬।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଚିଟିସେର୍ମା ଗାଁର ହଳଧର ନିମାଲଙ୍କ ପୁଅ ପବିତ୍ର, ବୋହୂ ମଞ୍ଜୁଳା ଏବଂ ନାତୁଣୀ ପିଙ୍କି ହାଇଦ୍ରାବାଦରେ ରନ୍ଧନ ଗ୍ୟାସ୍‌...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ପୁରୀ ଅଫିସ,୧୪ା୨: ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଉକ୍ତ ଫଟୋ ଘୂରି ବୁଲିବା ପରେ ବିବାଦ ବଢ଼ିଛି। ଇନ୍‌ଷ୍ଟାଗ୍ରାମ୍‌ରେ ସାଲିନୀ...

ଲଗାଣ ବର୍ଷାରେ ବେହାଲ କନ୍ଧମାଳ

ଫୁଲବାଣୀ,୨।୮(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ବିଗତ ତିନି ଦିନ ହେବ ବର୍ଷା ଲାଗି ରହିଛି ା ମଙ୍ଗଳବାର ଅପରାହ୍ନରୁ ଜିଲାରେ ଲଗାଣ ବର୍ଷା ଜାରି...

ସାଇନପଡ଼ା ସମିତି ସଭ୍ୟ ନିର୍ବାଚନ: ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ

କ.ନୂଆଗାଁ, ୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାଇନପଡ଼ା ସମିତି ସଭ୍ୟ ଭାବେ ବିଜେଡି ସମର୍ଥୀତ ପ୍ରାର୍ଥୀ ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ,...

ଆବର୍ଜନାରେ ପୋତି ହେଉଛି ମୂଳ ଖରସ୍ରୋତା

ରସୁଲପୁର,୨ା୯(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳର ଉତ୍ତର ସୀମାରେ ପ୍ରବାହିତ ମୂଳ ଖରସ୍ରୋତା ନଦୀ ଏବେ ଆବର୍ଜନାରେ ପୋତି ହେଉଛି। ଏହି ନଦୀର ତଳମୁଣ୍ଡ ଖଣ୍ଡିତରଠାରେ ନିର୍ମିତ...

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ...

Advertisement
Archives

Model This Week