ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଏବେ ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ। ଘଣ୍ଟ ଓ କାହାଣୀ ନାଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri