କାଜୁ ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧାର

ନିରାକାରପୁର,୧୧।୧୧(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡିପଡା ପଞ୍ଚାୟତ ମୋଟା କାଜୁ ଜଙ୍ଗଳରୁ ଟାଙ୍ଗୀ ବ୍ଲକ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୈଦ୍ୟନାଥ ସାହୁଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରାଯାଇଛି। ବୈଦନାଥ ବୁଧବାର ଅଫିସ କାର୍ଯ୍ୟ କରିବା ପାଇଁ ଖୋର୍ଦ୍ଧା ଆସିଥିଲେ। ହେଲେ ଘରକୁ ଫେରି ନ ଥିଲେ। ଏନେଇ ଘରଲୋକ ଥାନାରେ ଜଣାଇଥିଲେ। ତେବେ ନିଖୋଜର କାରଣ ଜଣାପଡ଼ି ନ ଥିବା ବେଳେ ଏବେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ପୋଲିସ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ସହରରୁ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩୦।୮-କଟକ ସହରରୁ ରବିବାର ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୨ଜଣ, କ୍ୱାରାଣ୍ଟାଇନରୁ ୯୭ ଏବଂ ସ୍ଥାନୀୟ ଅଞ୍ଚଳରୁ ୮୭ ଆକ୍ରାନ୍ତ...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଘରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ଗଳା କାଟିଲେ

ନୟାଗଡ଼ ଅଫିସ,୩୧ା୧: ନୟାଗଡ ଜିଲା ଶରଣକୁଳ ଥାନା ଗୋଡିପଡା ହାଇସ୍କୁଲ ସାହିରେ ଜଣେ ଯୁବକ ଶନିବାର ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଘରେ ପଶି ସେ ଜଣେ ଶିକ୍ଷୟିତ୍ରୀଙ୍କୁ...

ସ୍ମୃତିରେ ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ।...

ଧାନକିଣାକୁ କେନ୍ଦ୍ର କରି ସମବାୟ ସମିତି ସମ୍ମୁଖରେ ଧାରଣା

ଜଳେଶ୍ୱର,୧।୧(ସ୍ବ.ପ୍ର): ଜଳେଶ୍ୱର ସ୍ଥିତ ଭଦ୍ରକ-ବାଲେଶ୍ୱର କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ଚାଫଲା ସେବା ସମବାୟ ସମିତିରେ ବିବାଦ ଦେଖାଦେବାରୁ ଧାରଣା ଦିଆଯାଇଥିଲା। ଫଳରେ ଧାନ କ୍ରୟ...

CORONAVIRUS UPDATE: ରାଜ୍ୟରେ ୧୬୩୩ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୬୩୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୨୧୫କୁ ବୃଦ୍ଧି ପାଇଥିବା ରାଜ୍ୟ...

ଅଶାନ୍ତ ବଡନି ଗ୍ରାମ: ୩ ହଜାର ଟଙ୍କା ପାଇଁ ଗଣ୍ଡଗୋଳ, ରାମସା ଛକରେ ରାସ୍ତାରୋକୋ

ଝରିଗାଁ,୨୪।୫(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ବଡନି ଗ୍ରାମରେ ୩ ହଜାର ଟଙ୍କାକୁ ନେଇ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଝରିଗାଁ ବ୍ଲକ...

ଭୁବନେଶ୍ୱରରୁ ଆଜି ୫୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୪୦

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୪୦...

ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି

ଭୁବନେଶ୍ୱର,୨୦ା୨(ବ୍ୟୁରୋ):  ରାଜ୍ୟର ପ୍ରତି ଜିଲାରେ ମଡେଲ ଧାନମଣ୍ଡି ନିର୍ମାଣ ହେବ। ଏ ନେଇ ବିଧାୟକମାନଙ୍କଠାରୁ ମତାମତ ନିଆଯିବ। ମଡେଲ ମଣ୍ଡିର ରୂପରେଖ କିଭଳି ହେବ ସେ...

Advertisement
Archives

Model This Week