ଏଇଏସ୍‌ଏଲ୍‌କୁ ୧ ବିଲିୟନ ଡଲାରରେ କିଣିବ ବାୟଜୁସ୍‌

ନୂଆଦିଲ୍ଲୀ,୧୪।୧: ଆକାଶ ଏଜୁକେଶନାଲ ସର୍ଭିସେସ୍‌ ଲିମିଟେଡ(ଏଇଏସ୍‌ଏଲ୍‌)କୁ ବାୟଜୁସ୍‌ ୧ ବିଲିୟନ ଡଲାରରେ କିଣିବ। ଏଥିଲାଗି ୨ କମ୍ପାନୀ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହା ଏଡ୍‌ଟେକ୍‌ ସେକ୍ଟରରେ ସବୁଠାରୁ ବଡ ଡିଲ୍‌ ବୋଲି କୁହାଯାଇଛି। ଡିଲ୍‌ ଆଗାମୀ ୨ରୁ ୩ ସପ୍ତାହ ମଧ୍ୟରେ ସମ୍ପୂର୍ଣ୍ଣ ହେବ ବୋଲି ବ୍ଲୁମ୍‌ବର୍ଗ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଆକାଶ ଏଜୁକେଶନାଲ ସର୍ଭିସେସ୍‌ ବ୍ଲାକ୍‌ଷ୍ଟୋନ ଗ୍ରୁପ୍‌ ନିବେଶ କରିଛି। ଆକାଶ ଇଞ୍ଜିନିୟରିଂ ଏବଂ ମେଡିକାଲ ପ୍ରବେଶିକା ଲାଗି ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତ କରାଉଛି। ୨୦୨୦ ଅଗଷ୍ଟରେ ବାୟଜୁସ୍‌ ହ୍ବାଇଟହାଟ ଜୁନିୟରକୁ କ୍ରୟ କରିଥିଲା। ଡିଲ୍‌ ପରେ ମଧ୍ୟ ଟିମ୍‌ ସହ ଆକାଶର ପରିଚାଳନାର ଜାରି ରହିବ ବୋଲି ସଂସ୍ଥା ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ଲାମେଣ୍ଟରେ ହେଲା ନୂଆ ରେକର୍ଡ; ମଧ୍ୟରାତ୍ରି ଯାଏ ଚାଲିଲା ରେଳ ବଜେଟ ଆଲୋଚନା

ନୂଆଦିଲ୍ଲୀ,୧୩।୭: ବଜେଟରେ ରେଲଓ୍ବେକୁ ମିଳିବାକୁ ଥିବା ଅନୁଦାନ ଉପରେ ଗୁରୁବାର ଲୋକ ସଭାରେ ଦୀର୍ଘ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଆଲୋଚନା ହୋଇଥିଲା। ଏହା...

ଜିଏସ୍‌ଟି ଢାଞ୍ଚାରେ ପରିବର୍ତ୍ତନ ନେଇ ଏନ୍‌.କେ.ସିଂଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ,୨୪-୧୧: ଜିଏସ୍‌ଟି ଢାଞ୍ଚାରେ ବଡ ଧରଣର ପରିବର୍ତ୍ତନ ନେଇ ଅର୍ଥ କମିଶନ ଅଧ୍ୟକ୍ଷ ଏନ୍‌.କେ.ସିଂ ଶନିବାର ଗୁରୁତ୍ୱାରୋପ କରିଛନ୍ତି। ବିଶେଷ କରି ଜିଏସ୍‌ଟିରେ ରହିଥିବା ଜଟିଳ...

ହ୍ୟାକିଂ ସମ୍ଭାବନା: ଅପ୍‌ଡେଟ୍‌ ଲାଗି ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୧୫-୫: ସିକ୍ୟୁରିଟି ଫିଚର୍ସରେ ତ୍ରୁଟି ପରିଲକ୍ଷିତ ହେବା ପରେ ହ୍ବାଟ୍ସଆପ୍‌ ଏହାର ୟୁଜରଙ୍କୁ ତୁରନ୍ତ ଏହି ଆପ୍‌କୁ ଅପ୍‌ଡେଟ୍‌ କରିନେବା ଲାଗି ଚେତାଇ ଦେଇଛି। କାରଣ...

ନିବେଶକ ହରାଇଲେ ୧.୮୪ ଲକ୍ଷ କୋଟି

ମୁମ୍ବାଇ,୨୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ ହେବା ଏବଂ ଜିଡିପି ଅଭିବୃଦ୍ଧି ପରିସଂଖ୍ୟାନ ହ୍ରାସ ପାଇବା ପ୍ରଭାବ ଦେଶର ଶେୟାର...

ଜି-୨୦ ସମ୍ମିଳନୀ ପାଇଁ ବଜେଟରେ ଶହେ କୋଟିର ପ୍ରସ୍ତାବ

ନୂଆଦିଲ୍ଲୀ,୧।୨: କିଛିଦିନ ହେବ ଦେଶ ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଚଳିତ ବର୍ଷର ବଜେଟ ଉପରେ। କୃଷକ, ମଧ୍ୟବିତ୍ତ,...

ବାଇଡେନ ଟ୍ରାଞ୍ଜିଶନ: ରେକର୍ଡ ସ୍ତରରେ ୟୁଏସ୍‌ ଶେୟାର ବଜାର

ନୂଆଦିଲ୍ଲୀ: ନୂଆ କରି ରାଷ୍ଟ୍ରପତି ଭାବେ ନିର୍ବାଚିତ ବାଇଡେନଙ୍କ ଟ୍ରାଞ୍ଜିଶନ ଖବର ଆସିବା ପରେ ଆମେରିକାର ଶେୟାର ବଜାର ରେକର୍ଡ ସ୍ତରରେ ବନ୍ଦ ହୋଇଛି। ବର୍ତ୍ତମାନର...

ଆସାମରେ ୧୩ ହଜାର କୋଟି ନିବେଶ କରିବ ଓଏନ୍‌ଜିସି

ନୂଆଦିଲ୍ଲୀ,୧୨-୯: ତୈଳ ଏବଂ ପ୍ରାକୃତିକ ବାଷ୍ପ ନିଗମ(ଓଏନ୍‌ଜିସି) ଆସାମରେ ୧୩ ହଜାର କୋଟି ଟଙ୍କା ନିବେଶ କରିବ। ଏହି ଅର୍ଥରେ କମ୍ପାନୀ ଆସନ୍ତା ୫ ବର୍ଷରେ...

ଭାରତ ଉପରେ ବିଶ୍ୱ ମାନ୍ଦାବସ୍ଥାର ପ୍ରଭାବ

ନୂଆଦିଲ୍ଲୀ,୧୦-୧୦: ମାନ୍ଦାବସ୍ଥାର ପ୍ରଭାବ ସାରା ବିଶ୍ୱର ଦେଶଗୁଡିକ ଉପରେ ଏବେ ପରିଲକ୍ଷିତ ହେଉଛି। ଏହାର ପ୍ରଭାବରେ ବିଶ୍ୱ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧି ହାର ଏକ ଦଶନ୍ଧିର...

Advertisement


Archives

Model This Week

Why Dharitri