ବାବୁସାନ୍‌ଙ୍କ ଜାମିନ ଆବେଦନରେ ପୂର୍ଣ୍ଣଚ୍ଛେଦ

କଟକ ଅଫିସ,୪ା୮: ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ ଏହି ଆବେଦନର ଅନ୍ତ ଘଟାଇଛନ୍ତି। ଏନେଇ ବାବୁସାନ୍‌ଙ୍କ ଓକିଲ ଧରଣୀଧର ନାୟକ କହିଛନ୍ତି। ଆଗୁଆ ଜାମିନ ଆବଶ୍ୟକ ନ ଥିବା ହୃଦବୋଧ କରି କୋର୍ଟ ଏହାର ଅନ୍ତ ଘଟାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଲାଇକା-ଅର୍ଜୁନଙ୍କ ବିବାହକୁ ନେଇ ମୁହଁ ଖୋଲିଲେ ଅରବାଜ

ଅଭିନେତା ଅରବାଜ୍‌ ଖାନ୍‌ଙ୍କଠାରୁ ଅଲଗା ହେବା ପରେ ମଲାଇକା ଆରୋରା ଏବେ ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଡେଟ୍‌ କରୁଛନ୍ତି। ଉଭୟ ଚଳିତବର୍ଷ ଏପ୍ରିଲରେ ବିବାହ...

ଆମ୍ବୁଲାନ୍ସ ପାଇଁ ଅଧକିଲୋମିଟର ଚାଲିଲେ ଗର୍ଭବତୀ

ଚୌଦ୍ୱାର,୨୨।୮(ଡି.ଏନ୍‌.ଏ): ଲଘୁଚାପ ବର୍ଷା ଯୋଗୁ ଟାଙ୍ଗୀ-ଚୌଦ୍ୱାର ବ୍ଲକର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକଙ୍କ ସମସ୍ୟା ବଢିଯାଇଛି। ଫଳରେ ଲୋକେ ଘରୁ ବାହାରିପାରୁ ନ...

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ, ୨୨।୩ : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶର୍ମିଷ୍ଠା...

ଖଇରପୁଟ ବିଡିଓଙ୍କ ବଦଳି ନେଇ ତାତିଲେ ଲୋକ ପ୍ରତିନିଧି: ବ୍ଲକ କାର୍ଯ୍ୟାଳୟରେ ପକାଇଲେ ତାଲା

ମାଲକାନଗିର/ଖଇରପୁଟ, ୧୮ା୧୨(ଡି.,ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ କାର୍ଯ୍ୟାାଳୟକୁ ବୁଧବାର ବହୁ ସଂଖ୍ୟାରେ ଆଦିବାସୀ ମହିଳାପୁରୁଷ ଘେରାଉ କରି ବିଡିଓ ବିଶ୍ୱଜିତ ବର୍ମନଙ୍କ ବଦଳି ଦାବି...

ବାତ୍ୟାରେ ଭାଙ୍ଗିଛି ଶହ ଶହ ନଡ଼ିଆ ଗଛ: ଶ୍ରୀମନ୍ଦିର ଲାଗି ଅଭାବ ପଡ଼ିପାରେ ପଇଡ଼

ପୁରୀ ଅଫିସ, ୧୯ା୫: ବାତ୍ୟାରେ ପୁରୀ ଜିଲାରେ ଲକ୍ଷାଧିକ ନଡ଼ିଆ ଗଛ ଭାଙ୍ଗିପଡ଼ିଛି। ଫଳରେ ଆଗାମୀ ଦିନରେ ନଡ଼ିଆ ଓ ପଇଡ଼ ଅଭାବ ପଡ଼ିପାରେ। ଶ୍ରୀମନ୍ଦିରରେ...

କନ୍ଦରପୁର ବଜାର କମିଟି ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

କଟକ ସଦର,୧୬।୫(ଡି.ଏନ୍‌.ଏ.): କମିଶନରେଟ ପୋଲିସ ବ୍ୟବସ୍ଥା ଅନ୍ତର୍ଗତ କନ୍ଦରପୁର ବଜାର କମିଟି ସଭାପତି ସ୍ମୃତି ରଞ୍ଜନ ପ୍ରଧାନ(୪୩)ଙ୍କୁ ମଙ୍ଗଳବାର ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଘଟଣାରେ...

ବେପରୁଆ ଗାଡି ଚାଳକଙ୍କୁ ଧରି ଥାନା ଜିମାଦେଲେ ଲୋକେ

ଲାଠୋର, ୨୬ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ସଦର ଗ୍ରାମ ଲାଠୋରରେ ବୁଧବାର ବେପରୁଆ ଗାଡି ଚାଳନା କରୁଥିବା ଜଣେ ଚାଳକଙ୍କୁ ଆମ୍ବେଦକର କଲୋନୀର ଯୁବକମାନେ...

ବିଏମ୍‌ସିର ନୂତନ କୋଠାକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ବିଏମ୍‌ସିର ନୂତନ କୋଠା ଉଦ୍‌ଘାଟନ ହେବ । ପ୍ରାୟ ୭୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି...

Advertisement
Archives

Model This Week