ଚିଲିକା ବିଧାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ: ତଥାପି ରହିବେ ଜେଲରେ

ଖେର୍ଦ୍ଧା ଅଫିସ,୮।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଶୁକ୍ରବାର ସର୍ତ୍ତମୂଳକ ଜାମିନ ମିଳିଛି। ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ କିଛି ପୋଲିସ କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ ଦେଇଥିବା ଅଭିଯୋଗରେ ବିଧାୟକ ବାଣପୁର ସବ ଜେଲରେ ଅଛନ୍ତି। ତେବେ ବିଧାୟକଙ୍କୁ ଏକ ପୂର୍ବ ମାମଲାରେ ବାଣପୁର ସହକାରୀ ଦୌରାଜଜ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ବାଣପୁର ଥାନା କେସ ନଂ. ୮୧/୨୨ ରେ ଚିଲିକା ବିଧାୟକଙ୍କୁ ଜାମିନ ମିଳିଛି ।
ସୂଚନାଯୋଗ୍ୟ, ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନ ଦିନ ଭେଟେଶ୍ୱର ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳଙ୍କୁ ଦୁର୍ବୁତ୍ତମାନେ ମରଣାନ୍ତକ ଆକ୍ରମଣ କରିବା ସହ ତାଙ୍କ ଗାଡ଼ି ଭାଙ୍ଗିଦେଇଥିଲେ। ଏ ନେଇ ଜିତେନ୍ଦ୍ରଙ୍କ ଭାଇ ପ୍ରଦୀପ ଭୋଳ ଉକ୍ତଦିନ ରାତିରେ ବାଣପୁର ଥାନାରେ ଏତଲା ଦେବା ପାଇଁ ଯାଇଥିବା ବେଳେ ବିଧାୟକଙ୍କ ଉପସ୍ଥିତିରେ ଥାନା ପରିସରରେ ତାଙ୍କୁ ବିଜେଡି କର୍ମୀମାନେ ମରଣାନ୍ତକ ଆକ୍ରମଣ କରିଥିଲେ। ପରେ ପୋଲିସ କେସ ନମ୍ବର ୮୧/୨୨ ରେ ମାମଲା ରୁଜୁକରିଥିଲା । ଏହି ମାମଲାରେ ବିଧାୟକ ୧୫ ନମ୍ବର ଅଭିଯୁକ୍ତ ଥିଲେ। ବିଧାୟକଙ୍କ ଓକିଲ ପକ୍ଷରୁ ଚଳିତ ମାସ ୨ ତାରିଖ ବାଣପୁର ଜେଏମ୍‌ଏଫ୍‌ସିଙ୍କ ନିକଟରେ ଜାମିନ ପାଇଁ ଆବେଦନ କରାଯାଇଥିଲା। ବିଚାରପତି ଏହାକୁ ଖାରଜ କରିଦେଇଥିଲେ। ବାଣପୁର ସହକାରୀ ଦୌରା ଜଜଙ୍କ କୋର୍ଟରେ ଜାମିନ ପାଇଁ ୪ ତାରିଖ ଦିନ ଆବେଦନ କରାଯାଇଥିବା ବେଳେ ଆଜି ଏହାର ଶୁଣାଣି ହୋଇ ରାୟ ପ୍ରକାଶ ପାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri