ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ ଜେଲ ସହ ୧୦ ଲକ୍ଷ ଟଙ୍କା ଜରିମାନା ହୋଇଥିଲା।
ସୂଚନାଯୋଗ୍ୟ ଯେ, ୧୯୯୯ ମସିହାରେ ଝାଡଖଣ୍ଡର ଗିରିଡିହ ସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ ଦିଲ୍ଲୀପଙ୍କ ସମେତ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri