ବ୍ରହ୍ମପୁର ଅଫିସ,୧୪ା୧୦: ଜାତିଆଣ କଟୁ ମନ୍ତବ୍ୟ ମାମଲାରେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍.ନାରାୟଣ ରେଡ୍ଡୀ ଗୁରୁବାର ଜାମିନ ପାଇଛନ୍ତି। ୨୦୦୪ରେ ରାୟଗଡ଼ା ଜିଲା ଟିକିରିରେ ଏକ ଆଦିବାସୀ ସମ୍ମିଳନୀ ହୋଇଥିଲା। ଉକ୍ତ ସଭାରେ ଯୋଗଦେଇ ଏନ୍. ନାରାୟଣ ରେଡ୍ଡୀ ଏକ ଜାତିକୁ ଆକ୍ଷେପ କରି କଟୁ ମନ୍ତବ୍ୟ ଦେଇଥିଲେ। ଏନେଇ ରାୟଗଡା ଜିଲା ଟିକିରିର କମଳ ଲୋଚନ ସାଉଁଟା ଟିକିରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.ରେ ୮୪/୦୪ ରେ ନାରାୟଣଙ୍କ ନାମରେ ଏକ ମାମଲା ରୁଜୁ କରିଥିଲା। ଏହି ମାମଲାରେ ଗୁରୁବାର ଉଭୟ ପକ୍ଷ ହାଜର ହୋଇଥିଲେ। ଅଭିଯୋଗକାରୀ କମଳ ଲୋଚନ ନାରାୟଣଙ୍କୁ ମୁଁ ଜାଣିନାହିଁ ବୋଲି କୋର୍ଟରେ କହିଥିଲେ। ସେହିପରି ପୋଲିସ ମୋତେ ଏକ କାଗଜରେ ଦସ୍ତଖତ କରିବାକୁ କହିଥିଲା। ଏଣୁ ମଁୁ ଦସ୍ତଖତ କରିଥିଲି ବୋଲି ସେ କୋର୍ଟରେ ଦାଖଲ କରିଥିବା ସତ୍ୟପାଠରେ ଦର୍ଶାଇଥିଲେ । ପରେ ଜଜ ଦାୟିତ୍ୱରେ ଥିବା ଏଡିଜେ ରାଜ କୁମାର ଦାସ ନାରାୟଣଙ୍କୁ ଜାମିନ ପ୍ରଦାନ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ
ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ପୂର୍ବତନ ବାୟୁସେନା ଅଧିକାରୀ ଗିରଫ
ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ରିକି କେଜ୍ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ
ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍ କଭର ଚୋରି...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ
ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...
Archives


