ବ୍ରହ୍ମପୁର ଅଫିସ,୧୪ା୧୦: ଜାତିଆଣ କଟୁ ମନ୍ତବ୍ୟ ମାମଲାରେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍.ନାରାୟଣ ରେଡ୍ଡୀ ଗୁରୁବାର ଜାମିନ ପାଇଛନ୍ତି। ୨୦୦୪ରେ ରାୟଗଡ଼ା ଜିଲା ଟିକିରିରେ ଏକ ଆଦିବାସୀ ସମ୍ମିଳନୀ ହୋଇଥିଲା। ଉକ୍ତ ସଭାରେ ଯୋଗଦେଇ ଏନ୍. ନାରାୟଣ ରେଡ୍ଡୀ ଏକ ଜାତିକୁ ଆକ୍ଷେପ କରି କଟୁ ମନ୍ତବ୍ୟ ଦେଇଥିଲେ। ଏନେଇ ରାୟଗଡା ଜିଲା ଟିକିରିର କମଳ ଲୋଚନ ସାଉଁଟା ଟିକିରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.ରେ ୮୪/୦୪ ରେ ନାରାୟଣଙ୍କ ନାମରେ ଏକ ମାମଲା ରୁଜୁ କରିଥିଲା। ଏହି ମାମଲାରେ ଗୁରୁବାର ଉଭୟ ପକ୍ଷ ହାଜର ହୋଇଥିଲେ। ଅଭିଯୋଗକାରୀ କମଳ ଲୋଚନ ନାରାୟଣଙ୍କୁ ମୁଁ ଜାଣିନାହିଁ ବୋଲି କୋର୍ଟରେ କହିଥିଲେ। ସେହିପରି ପୋଲିସ ମୋତେ ଏକ କାଗଜରେ ଦସ୍ତଖତ କରିବାକୁ କହିଥିଲା। ଏଣୁ ମଁୁ ଦସ୍ତଖତ କରିଥିଲି ବୋଲି ସେ କୋର୍ଟରେ ଦାଖଲ କରିଥିବା ସତ୍ୟପାଠରେ ଦର୍ଶାଇଥିଲେ । ପରେ ଜଜ ଦାୟିତ୍ୱରେ ଥିବା ଏଡିଜେ ରାଜ କୁମାର ଦାସ ନାରାୟଣଙ୍କୁ ଜାମିନ ପ୍ରଦାନ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…
‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ
ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…
ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ
ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…
ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ
ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…
ଚୋର-ପୋଲିସ୍ର ଖେଳ ସୋସିଆଲ୍ ମିଡିଆରେ ଭାଇରାଲ୍: ଚାରି ଥାନାର ପୋଲିସ୍କୁ ପାଣି ପିଆଇ…
ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍ ଲଢ଼େଇ ଏବେ ସୋସିଆଲ୍ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଗତ ଶୁକ୍ରବାର…
ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ
ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…
ଭାଜପାର ନୂଆ ଟିମ୍ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ
ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…
୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…
ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…
Archives

