ଇମ୍ରାନଙ୍କୁ ଜାମିନ…

ଇସଲାମାବାଦ,୨୧।୩ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଲାହୋର ହାଇକୋର୍ଟ ତାଙ୍କୁ ଦୁଇଟି ଆତଙ୍କବାଦ ମାମଲାରେ ଜାମିନ ପ୍ରଦାନ କରିଛନ୍ତି। ଗତ ସପ୍ତାହରେ ଇସଲାମାବାଦର ନ୍ୟାୟିକ କମ୍ପ୍ଲେକ୍ସ ବାହାରେ ହିଂସା ଘଟଣାରେ ଆତଙ୍କବାଦ ସମେତ ଅନେକ ମାମଲାରେ ଲାହୋର ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଆତଙ୍କବାଦ ମାମଲାରେ ଜଷ୍ଟିସ ଶାହାବାଜ ରିଜଭି ଏବଂ ଜଷ୍ଟିସ ଫାରୁକ ହାଇଦରଙ୍କ ନେତୃତ୍ୱରେ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟଙ୍କୁ ସୁରକ୍ଷା ଜାମିନ ପ୍ରଦାନ କରିଛନ୍ତି। ଇମ୍ରାନ ମଧ୍ୟ ତୋସଖାନା ମାମଲାର ଏନଏବି ତଦନ୍ତ ଅନ୍ତର୍ଗତ ଲାହୋର ହାଇକୋର୍ଟର ଜଷ୍ଟିସ ବାକିର ନକଭିଙ୍କ ନିକଟରେ ହାଜର ହୋଇଥିଲେ। ଆସନ୍ତା ମଙ୍ଗଳବାର ପର୍ଯ୍ୟନ୍ତ କୋର୍ଟ ତାଙ୍କୁ ସୁରକ୍ଷା ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ ବିଶ୍ବଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri