Posted inଖେଳ

ଓ୍ବାର୍ନର, ବେଆରଷ୍ଟୋଙ୍କୁ ଛାଡ଼ିଲା ସନରାଇଜର୍ସ

ନୂଆଦିଲ୍ଲୀ,୩୦।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆରଏଚ୍‌) ପୂର୍ବତନ ଅଧିନାୟକ ତଥା ଷ୍ଟାର ଓପନର ଡେଭିଡ୍‌ ଓ୍ବାର୍ନର ଓ ଜନ୍ନି ବେଆରଷ୍ଟୋଙ୍କୁ ରିଟେନ କରିନାହିଁ। ଆଇପିଏଲରେ ଦୁଇଟି ନୂଆ ଫ୍ରାଞ୍ଚାଇଜ ସାମିଲ ହୋଇଥିବାରୁ ଆଗାମୀ ସିଜନ ପୂର୍ବରୁ ଏକ ମେଗା ଅକଶନ ଅନୁଷ୍ଠିତ ହେବାର ଅଛି। ଏଥି ଲାଗି ବିସିସିଆଇ ପକ୍ଷରୁ ପ୍ରତ୍ୟେକ ଫ୍ରାଞ୍ଚାଇଜକୁ ମଙ୍ଗଳବାର (ନଭେମ୍ବର ୩୦) ସୁଦ୍ଧା ସେମାନଙ୍କ ରିଟେନ ଓ ରିଲିଜଡ୍‌ ଖେଳାଳିଙ୍କ ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲା।

“ବର୍ଷ ବର୍ଷ ଧରି ଏସ୍‌ଆର୍‌ଏଚ୍‌ ପାଇଁ ଯୋଗଦାନ ଦେଇଥିବା ଖେଳାଳିଙ୍କୁ ଆମେ ଧନ୍ୟବାଦ ଜଣାଉଛୁ। ଏହା ବିଦାୟ ନୁହେଁ। ଅକଶନରେ ଆମେ ଖେଳାଳିଙ୍କୁ ଫେରାଇ ଆଣିବାକୁ ଆଶା ରଖିଛୁ” ବୋଲି ଏସ୍‌ଆରଏଚ୍‌ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଣ୍ଡିଆନ ସୁପରଲିଗ୍‌: ଓଡିଶା ଏଫ୍‌ସିର ପ୍ରଥମ ବିଜୟ

ଭୁବନେଶ୍ୱର, ୧।୧୧(କ୍ରୀଡ଼ା ପ୍ରତିନିଧି)-ଚଳିତ ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ରେ ଓଡ଼ିଶା ଏଫସି ଗୁରୁବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ମୁମ୍ବାଇ ଫୁଟବଲ ଏରେନାରେ ଅନୁଷ୍ଠିତ ଲିଗର ଦ୍ୱାଦଶ...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ସ୍ବସ୍ତିଙ୍କୁ ଆଉ ଏକ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୬ା୧(କ୍ରୀଡ଼ା ପ୍ରତିନିଧି)-  ଜଣେ ଓଡ଼ିଆ ଖେଳାଳି କୌଣସି ଗୋଟିଏ ଜାତୀୟ ପ୍ରତିଯୋଗିତାରେ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ଜିତିବା ନିଶ୍ଚିତ କଷ୍ଟକର...

ବରଫ ପାହାଡ ଉପରୁ ନୂଆବର୍ଷ ଶୁଭେଚ୍ଛା ଜଣାଇଲେ ବିରୁଷ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ନୂଆବର୍ଷ ପାଳିବା ପାଇଁ ସୁଇଜରଲାଣ୍ଡରେ ପହଞ୍ଚିଛନ୍ତି। ସେଠାରେ ବରଫ...

ଚାମ୍ପିଅନ୍‌ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ

ସାଉଥାମ୍ପଟନ୍‌,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ...

ମାସିକ ୨୮ ଲକ୍ଷ ଟଙ୍କାର ନିଶା ସେବନ କରୁଥିଲେ ଏହି ଚାମ୍ପିୟନ ଆଥ୍‌ଲେଟ

ସାକ୍ରାମେଣ୍ଟୋ (କାଲିଫର୍ନିଆ/ଆମେରିକା),୧୫।୮: ପୂର୍ବତନ ବିଶ୍ୱ ଚାମ୍ପିୟନ ମାଇକ ଟାଇସନ ରିଙ୍ଗ ଭିତରରେ ଆକ୍ରମଣାତ୍ମକ ଖେଳ ଯୋଗୁ ବହୁ ପରିଚିତ ଥିଲେ। ‘ଦ ବ୍ୟାଡେଷ୍ଟ ମ୍ୟାନ ଅଫ୍‌...

ଏ ପ୍ରେମ ମୋ ଦ୍ୱାରା ହେବ ନାହିଁ, କାହିଁକି ଏମିତି କହିଲେ ଭାରତୀୟ କ୍ରିକେଟର୍‌ଙ୍କ ସ୍ତ୍ରୀ

କୋଲକତା,୧।୮:ଭାରତୀୟ କ୍ରିକେଟର୍‌ ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାଁ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ଇନଷ୍ଟାଗ୍ରାମରେ ଲଗାତାର ନିଜର ଫଟୋ ଏବଂ ଭିଡିଓ ଶେୟାର କରନ୍ତି।...

ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ବାସ୍କେଟବଲ ଦଳରେ ଯୋଗଦେଲେ ଜଗଶନବୀର

ପିଟ୍ସବର୍ଗ,୧।୫(ୟୁଏସ୍‌ଏ): ଏନ୍‌ବିଏ ଏକାଡେମୀ ପ୍ରତିଭା ଭାରତର ଜଗଶନବୀର ସିଂଙ୍କୁ ଏକ ବଡ଼ ସୁଯୋଗ ମିଳିଛି। ଆମେରିକାର ପିଟ୍ସବର୍ଗସ୍ଥିତ ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ପୁରୁଷ ବାସ୍କେଟବଲ ଦଳ...

ଆଇପିଏଲ: ଓ୍ବାଙ୍ଖଡେରେ ମ୍ୟାଚ୍‌ ଦେଖିବା ପାଇଁ ନେଗେଟିଭ୍‌ ରିପୋର୍ଟ ଆବଶ୍ୟକ

ମୁମ୍ବାଇ,୧୧।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଏଥର ୧୦ଟି ମ୍ୟାଚ୍‌ ଆୟୋଜନ ହେବ। ଏହି ମ୍ୟାଚ୍‌ଗୁଡିକ ଦେଖିବାକୁ ଏବେ...

Advertisement
Archives

Model This Week