ବୀମାଭୁକ୍ତ ହେଲା ବୈଶାଖ ମେଳା; କାହାର ବି ମୃତ୍ୟୁ ହେଲେ ମିଳିବ ସାଢ଼େ ୭ ଲକ୍ଷ ଟଙ୍କା ବୀମା ସହାୟତା

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ନୃସିଂହନାଥ ମନ୍ଦିରରେ ଆସନ୍ତା ୭ ତାରିଖରୁ ବୈଶାଖ ମେଳା ଆରମ୍ଭ ହେବ। ଦୀର୍ଘ ୬ଦିନ ଧରି ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଅବସରରେ ଚଳିତମାସ ୧୨ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ଅନ୍ୟବର୍ଷ ଭଳି ଏଥର ମଧ୍ୟ ବୈଶାଖ ମେଳାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ତେବେ ଉକ୍ତ ମେଳା ଦେଖିବା ପାଇଁ ଆସୁଥିବା ସମସ୍ତ ପର୍ଯ୍ୟଟକଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ବୀମା କରାଯାଇଛି। ବୈଶାଖମେଳାକୁ ୫କୋଟି ୪୦ଲକ୍ଷ ଟଙ୍କାରେ ବୀମାଭୁକ୍ତ କରାଯାଇଛି। ମନ୍ଦିର କମିଟି ବରଗଡ଼ର ଆଡ଼ଭୋକେଟ୍‌ ହୀରାରାମ ଭୋଇଙ୍କୁ ଯୋଗାଯୋଗ କରି ଏହି ପଦକ୍ଷେପ ନେଇଛନ୍ତି। ଏହି ମେଳା ଦେଖୁଥିବା ସମୟରେ ଯଦି କୌଣସି ପର୍ଯ୍ୟଟକ ତଥା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୁଏ, ତାଙ୍କ ପରିବାର ଲୋକଙ୍କୁ ୭ଲକ୍ଷ ୫୦ ହଜାର ଟଙ୍କାର ବୀମା ରାଶି ମିଳିବ ବୋଲି ଆଡ଼ଭୋକେଟ୍‌ ଭୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri