ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା

ଆସିକା,୯।୫(ଡି.ଏନ.ଏ.): କରୋନା କଟକଣା ଯୋଗୁ ୨ ବର୍ଷ ଧରି ହୋଇପାରିନଥିବା ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା ରବିବାର ସ୍ଥାନୀୟ ଖମ୍ବେଶ୍ୱରୀପାଟଣା ଓ କୁମ୍ଭାର ସାହିରେ ବିପୁଳ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଛି ା ଶନିବାର ରାତିରେ ଠାକୁରାଣୀଙ୍କ ବିଜେ ପ୍ରତିମାକୁ ବାଦ୍ୟ ବାଜଣା ପଟୁଆର ସହ ମନ୍ଦିରରୁ ବାହାରି ଏନ୍‌ଏସି ଅଫିସ ସମ୍ମୁଖରେ ଥିବା ଅସ୍ଥାୟୀ ପୀଠରେ ରବିବାର ଭୋର୍‌ରୁ ବିଜେ କରାଯାଇଛି ା ଦିନ ତମାମ ଅସ୍ଥାୟୀ ପୀଠରେ ପୂଜାର୍ଚ୍ଚନା ଓ ଭକ୍ତଙ୍କ ଦର୍ଶନ ଲାଗି ରହିଛି ା ସନ୍ଧ୍ୟାରୁ ଖମ୍ବେଶ୍ୱରୀପାଟଣୀ ଓ କୁମ୍ଭାର ସାହିରେ ରାମାୟଣ, ମହାଭାରତ, ଭାରତଲୀଳା ଓ ସାମାଜିକ ନାଟକ ମାନ ପ୍ରଦର୍ଶିତ ହୋଇଥିଲା ବେଳେ ସମ୍ପୃକ୍ତ ଅଞ୍ଚଳ ଉତ୍ସବ ମୁଖରୀତ ହୋଇଛି। ସୋମବାର ସକାଳେ ପୁଣି ଠାକୁରାଣୀଙ୍କ ବିଜେ ପ୍ରତିମାକୁ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରାଯିବ ବୋଲି ଜଣାଯାଇଛି। ପୂର୍ବ ବିଧି ମୁତାବକ ଗତ ଚୈତ୍ର ପୂର୍ଣ୍ଣିମାଠାରୁ ପ୍ରାୟ ୨୫ ଦିନ ଧରି ଠାକୁରାଣୀଙ୍କ ବିଜେ ପ୍ରତିମାକୁ ବାଦ୍ୟବଜାଣା ପଟୁଆର ସହ ଖମ୍ବେଶ୍ୱରୀପାଟଣା, କୁମ୍ଭାର ସାହି, ରଘୁନାଥ ନଗର, ବାଣୀବିହାର, ବିନାୟକ ବଜାର, ବସଷ୍ଟାଣ୍ଡ ଆଦି ଅଞ୍ଚଳରେ ପରିକ୍ରମା ଲାଗି ରହିଥିଲା। ମନ୍ଦିର ପରିଚାଳନା କମିଟି ସଭାପତି ସତ୍ୟନାରାୟଣ ସ୍ବାଇଁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ଯାତ୍ରା ଉତ୍ସବ ପରିଚାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମକେସିଜି କୋଭିଡ ହସ୍ପିଟାଲରୁ କଏଦୀ ଚମ୍ପଟ

ବ୍ରହ୍ମପୁର ଅଫିସ,୭।୮: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କୋଭିଡରେ ଚିକିତ୍ସାଧୀନ ଥିବା ଜଣେ କଏଦୀ ଶନିବାର ଭୋରୁ ଚମ୍ପଟ ମାରିଛନ୍ତି। ଫେରାର କଏଦୀ...

ବେସରକାରୀ ଅଧ୍ୟାପକ, କର୍ମଚାରୀ ସଂଘର ଅନୁଦାନ ସତ୍ୟାଗ୍ରହ

ଗଞ୍ଜାମ,୨୧ା୭(ଡି.ଏନ୍‌.ଏ.): ରାଜ୍ୟ ବେସରକାରୀ ଓ କର୍ମଚାରୀ ସଂଘ ଆହ୍ବାନ କ୍ରମେ ଗୁରୁବାର ଗଞ୍ଜାମ କଲେଜ ଅଧ୍ୟାପକ ଓ କର୍ମଚାରୀଙ୍କ ପକ୍ଷରୁ ମୁଖ୍ୟ ଫାଟକ ସମ୍ମୁଖରେ ଦୁଇ...

ସ୍କୁଲ ପରିସର ସଫେଇ କଲେ ସୁରଟ ଫେରନ୍ତା

କୁକୁଡାଖଣ୍ଡି, ୮।୮(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକର ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ୭୨ଜଣ ପ୍ରବାସୀ ଓଡ଼ିଆ। ସେମାନେ ସୁରଟ ଫେରନ୍ତା। ତେବେ...

ବ୍ରହ୍ମପୁର ଆଇଟିଆଇ ଆପ୍ରେଣ୍ଟିସ୍‌ସିପ୍‌ ପଖୋଡା କାର୍ଯ୍ୟକ୍ରମ

ବ୍ରହ୍ମପୁର ଅଫିସ,୧୮ା୧୦- ଛାତ୍ରୀଛାତ୍ରଙ୍କୁ ନିଜ ଅଞ୍ଚଳ ମଧ୍ୟରେ ଆପ୍ରେଣ୍ଟିସ୍‌ସିପ୍‌ ତାଲିମ ପ୍ରଦାନ କରାଇବାକୁ ନେଇ ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଆରମ୍ଭ ହୋଇଛି ା...

ଗଞ୍ଜାମରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଗୁଜବ: ଟୁଇଟ୍‌କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୨୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ସମ୍ପୂର୍ଣ୍ଣ ଶଟଡାଉନ୍‌ ହେବ ବୋଲି ସବୁଆଡେ ଚର୍ଚ୍ଚା ଚାଲିଛି। ତେବେ ଏହା ଏକ ଗୁଜବ ବୋଲି...

ପ୍ରଥମ ଥର ପାଇଁ ବ୍ୟାଙ୍କକୁ ଗଲା ଭତ୍ତା ଟଙ୍କା

ଗଞ୍ଜାମ,୧୭ା୮(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ସରକାର ବିଭିନ୍ନ ଭତ୍ତା ଆଗୁଆ ୪ ମାସର ହିତାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ବର୍ତ୍ତମାନ କରୋନା ସାମାନ୍ୟ ଥମିଥିଲେ ମଧ୍ୟ ଚଳିତ...

ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ଙ୍କୁ ଆକ୍ରମଣ : ଯୁବକ କୋର୍ଟ ଚାଲାଣ

ପୁରୁଷୋତ୍ତମପୁର,୨୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମହାମାରୀ କରୋନାକୁ ନେଇ ପ୍ରଶାସନ ଚିନ୍ତାରେ ପଡ଼ି ଦିନରାତି ଏକ କରି ଗାଁ ଗାଁ ବୁଲି ଲୋକଙ୍କୁ...

ପାରାଦୀପରେ ୧୦୦ରୁ ଊର୍ଦ୍ଧ୍ୱ ମନ୍ତ୍ରୀ, ବିଧାୟକ: ଯୁଦ୍ଧ ଜାହାଜରେ ବସି ସମୁଦ୍ରରେ ବୁଲିଲେ

ସୋରଡ଼ା,୨୨।୧୨(ଡି.ଏନ୍‌.ଏ.): ରାଜନୀତିରୁ କିଛି ସମୟ ବାହାରକରି ସମୁଦ୍ରର ନୀଳ ଜଳରାଶିରେ ବୁଲିଛନ୍ତି ମନ୍ତ୍ରୀ, ବିଧାୟକ । ମଙ୍ଗଳବାର ସକାଳେ ୧୦୦ ଜଣରୁ ଊର୍ଦ୍ଧ୍ୱ ବିଧାୟକ ଭୁବନେଶ୍ବରରୁ...

Advertisement
Archives

Model This Week