‘ବୈଶାଖୀ ବାଣିଜ୍ୟ ମେଳା’

ଢେଙ୍କାନାଳ ଅଫିସ, ୧୦।୧୦: ଢେଙ୍କାନାଳ ଜୁବିଲି ଟାଉନ ବଜାରସ୍ଥିତ ମହିଷାପାଟ ଛକ ନିକଟରେ ରବିବାର ସନ୍ଧ୍ୟାରେ ‘ବୈଶାଖୀ ବାଣିଜ୍ୟ ମେଳା’ ଉଦ୍‌ଘାଟିତ ହୋଇଛି। ମେଳା ପରିସରରେ ୧୨୫ ଷ୍ଟଲ୍‌ ଖୋଲାଯାଇଛି। ୨୦୦ଟଙ୍କାର ମସଲା କିଣିଲେ ବିଭିନ୍ନ ପୁରସ୍କାର ରହିଛି। ସେହିପରି ମେଳାରେ ବିଭିନ୍ନ ରାଜ୍ୟର ପୋଷାକ, ଶାଢ଼ୀ, ହସ୍ତତନ୍ତ, ମନୋହରି ସାମଗ୍ରୀ ପ୍ରଦର୍ଶିତ ହେଉଛି। ରାଜସ୍ଥାନର ପାରମ୍ପରିକ ଖାଦ୍ୟ, ବାରିପଦାର ମୁଢ଼ିମାଂସ, ପତ୍ରପୋଡ଼ା ମାଛ ଭଳି ସ୍ବାଦିଷ୍ଟ ବ୍ୟଞ୍ଜନ ପାଇଁ ସ୍ବତନ୍ତ୍ର ଷ୍ଟଲ୍‌ ଖୋଲିଛି। ଦୈନିକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ମେଳାକୁ ଆକର୍ଷଣୀୟ କରିବା ପାଇଁ ରୁଚି ମସଲା ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥିବା ଜୁବିଲିଟାଉନ୍‌-୧ ପୂଜା ପ୍ରତିଷ୍ଠାନର ସଭାପତି ଅମ୍ବିକା ପ୍ରସାଦ ପଟ୍ଟନାୟକ, ସମ୍ପାଦକ ବିନୋଦ କୁମାର ମହାନ୍ତି ପ୍ରମୁଖ ସୂଚନା ଦେଇଛନ୍ତି ା ଏହି ମେଳା ୯ ରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଦ୍‌ଘାଟନୀ ଉତ୍ସବରେ ଜିଲାପାଳ ସରୋଜ କୁମାର ସେଠୀ, ଦିଲୀପ ସାହୁ, ଦେବୀ ପ୍ରସାଦ ଦାସ, ସଞ୍ଜୀବ ବେହେରା, ରମେଶ ସାହୁ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ସୁନ୍ଦରପୁର,ଗଙ୍ଗାପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଆଗାମୀ ପିଢ଼ି ପାଇଁ ସୃଷ୍ଟି କରିବ ଶିକ୍ଷାର ବାତାବରଣ

ଛତ୍ରପୁର, ୭।୬ (ଦିଲ୍ଲୀପ କୁମାର ସାମଲ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେଉଛି ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଏକ ପ୍ରମୁଖ ସରକାରୀ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ବଜାରରୁ କାମସାରି ଘରକୁ ଫେରୁଥିଲେ ରାସ୍ତାରେ ଛକି ବସିଥିଲା ଯମ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ମୁଜାଗଡ ରାସ୍ତାର ଗଣ୍ଡିଶୁଲା ନିକଟରେ ରବିବାର ମଧ୍ୟାହ୍ନରେ ଏକ ପିକ୍ଅପ୍ ଭ୍ୟାନ୍ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri