ବିପଦ ସଙ୍କେତ ଉପରେ ବୈତରଣୀ

ଭଣ୍ଡାରିପୋଖରୀ,୨୧ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦାଠାରେ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇ ଶୁକ୍ରବାର ସକାଳ ୭ଟାରେ ବିପଦ ସଙ୍କେତ ଅତିକ୍ରମ କରିଛି। ଆନିକଟଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ପୂର୍ବାହ୍ନ ୧୧ ଟାରେ ବନ୍ୟାଜଳ ବିପଦ ସଙ୍କେତ ଉପରେ ଅର୍ଥାତ୍‌ ୧୭.୮୭ ମିଟରରେ ପ୍ରବାହିତ ହେଉଛି।
ଗତ ୨୪ ଘଣ୍ଟା ମଧ୍ୟରେ ବୈତରଣୀ ଉପରମୁଣ୍ଡରେ ହୋଇଥିବା ବର୍ଷା ରେକର୍ଡ ଅନୁଯାୟୀ ଆଖୁଆପଦା ୮.୪ ମିମି , ଆନନ୍ଦପୁର ୧.୪ ମିମି , ସୋମପାଟଣା ୧୧.୮ ମିମି , ଠାକୁରପାଟଣା ୭.୦ , କେନ୍ଦୁଝର ୧୮.୮ ମିମି, ଚମ୍ପୁଆ ୪୦.୬ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶାକର୍ମୀଙ୍କ କାର୍ଯ୍ୟବନ୍ଦ, ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ସୋରଡ଼ା,୩ା୧୨(ଡି.ଏନ୍‌.ଏ.): ରାଜ୍ୟ ଆଶାକର୍ମୀ ସଂଘ ନିଷ୍ପତ୍ତି କ୍ରମେ ୭ ଦଫା ଦାବି ପୂରଣ ପାଇଁ ସରକାରଙ୍କୁ ୨୧.୧୧.୨୦୨୨ରେ ଦାବିପତ୍ର ପ୍ରଦାନ କରାଯାଇଥିଲା ଏବଂ ୨୯.୧୧.୨୦୨୨ରେ ବିଧାନସଭା...

ଶବ ବ୍ୟବଚ୍ଛେଦ ରିପୋର୍ଟରେ ହୃଦ୍‌ଘାତଜନିତ ମୃତ୍ୟୁ

ଖଇରା, ୨୪।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଧୀନ ବଡଜୟୀପୁର ପଞ୍ଚାୟତ ସମିତିସଭ୍ୟା ପାର୍ବତୀ ସେଠୀଙ୍କ ଶ୍ୱଶୁର ଉପେନ୍ଦ୍ର ପ୍ରସାଦ ସେଠୀଙ୍କୁ ବିଜେଡି କର୍ମୀ...

ଗଁ। ର ନାଁ ‘ବୈତରଣୀ’

କେନ୍ଦୁଝର, ୩୦ା୭(ଡି.ଏନ.ଏ.)-କେନ୍ଦୁଝର ଜିଲାର ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାସିକାର ଗୁପ୍ତଗଙ୍ଗାରୁ ବାହାରିଥିବା ପୁଣ୍ୟତୋୟା ବୈତରଣୀ ନିମ୍ନକୁ ପ୍ରବାହିତ ହୋଇ ବଙ୍ଗୋପସାଗରରେ ମିଶିଛି। ସାଳନ୍ଦୀ ଏହାର ମୁଖ୍ୟ...

ମୁଖ୍ୟ ସ୍ରୋତକୁ ଫେରିଲେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ: ପୋଡ଼ିଲେ ଡ୍ରେସ୍‌

ଚିତ୍ରକୋଣ୍ଡା,୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଲାଉଗୁଡ଼ାଠାରେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଶନିବାର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି।...

ମହାନଦୀ ଜଳ ବିବାଦ ମାମଲା: ଡିସେମ୍ବର ୫ରେ ହେବ ଶୁଣାଣି

ଭୁବନେଶ୍ୱର,୭ା୧୧: ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ହୋଇଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ୫ରେ ହେବ ବୋଲି ଦିନ ଧାର୍ଯ୍ୟ...

ବଲିଉଡ୍‌ ଅଭିନେତା ବିକୁଛନ୍ତି ପରିବା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ବଲିଉଡ୍‌ରୁ ପରିବା ବିକ୍ରେତା। କରୋନା ଲୋକଙ୍କ ଜୀବନ ନେବା ସହ ଜୀବିକା ମଧ୍ୟ ବଦଳାଇ ଦେଇଛି। ପରିବାରର ପ୍ରତିପୋଷଣ ପାଇଁ ଶେଷରେ ପରିବା ବିକିବାକୁ ବାଧ୍ୟ...

ହରିନାମ ସଂକୀର୍ତ୍ତନର ଲୋକାଦୃତ ଲାଗି ମହିଳା ସଂକୀର୍ତ୍ତନ୍ୟ ମଣ୍ଡଳୀର ପ୍ରୟାସ

ହେମଗିର, ୮।୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ଗୋପାଳପୁର ପଞ୍ଚାୟତ ଝୁପୁରୁଙ୍ଗାର ଶ୍ରୀଶ୍ରୀ ତ୍ରିଶକ୍ତି ମହିଳା ସଂକୀର୍ତ୍ତନ୍ୟ ମଣ୍ଡଳୀ ସଂକୀର୍ତ୍ତନ ପରିବେଷଣ କରି ଶ୍ରୋତାମଣ୍ଡଳୀର ମନମୋହିଥିଲେ। ଗତ...

‘ସମସ୍ତଙ୍କୁ ନେଇ ବିକାଶମୂଳକ କାର୍ଯ୍ୟ କରିବି’

ଅନୁଗୋଳ ଅଫିସ, ୨୨।୨ – ଦୀର୍ଘ ଦିନ ହେବ ଖାଲି ପଡିଥିବା ଅନୁଗୋଳ ଜିଲା ସଭାପତି ପଦ ପାଇଁ ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା...

Advertisement
Archives

Model This Week