Posted inଭଦ୍ରକ

ବିପଦସଙ୍କେତ ତଳେ ବୈତରଣୀ

ଭଦ୍ରକ ଅଫିସ, ୨୯ା୮ -ବୈତରଣୀରେ ବନ୍ୟା ଜଳ କମିବାରେ ଲାଗିଛି। ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ସକାଳ ୭ଟା ସୁଦ୍ଧା ୧୮.୧୩ ମିଟର, ୮ଟା ସୁଦ୍ଧା ୧୮.୦୯ ମିଟର, ୯ଟା ସୁଦ୍ଧା ୧୮.୦୫ ମିଟର, ୧୦ଟା ସୁଦ୍ଧା ୧୮.୦୦ ମିଟର ରହିଛି। ଅପରାହ୍ନ ୪ଟା ସୁଦ୍ଧା ବିପଦ ସଙ୍କେତଠାରୁ ତଳେ ଅର୍ଥାତ୍‌ ୧୭.୭୯ ମିଟର ବନ୍ୟାଜଳ ପ୍ରବାହିତ ହେଉଥିବା ଜଣାପଡ଼ିଛି। ଏହି ରିଡିଂକୁ ଅନୁଧ୍ୟାନ କଲେ ବନ୍ୟାପାଣି ପ୍ରତି ଘଣ୍ଟାରେ କମୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri