ବୈତରଣୀ ଜଳସ୍ତର ବୃଦ୍ଧି

ଭଣ୍ଡାରିପୋଖରୀ,୧୫ା୮: ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ବୈତରଣୀର ଜଳସ୍ତର ଆଖୁଆପଦା ଆନିକଟଠାରେ ଶନିବାର ସକାଳ ୯ଟାରୁ ବୃଦ୍ଧି ପାଇବା ଆରମ୍ଭ କରିଛି। ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ଅପରାହ୍ନ ୨ଟାରେ ୧୭.୧୬ ମିଟର ରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ହୋଇଥିବା ବର୍ଷା ରେକର୍ଡ ଅନୁଯାୟୀ, ଆଖୁଆପଦା ୨୦୮ ମିମି, ଆନନ୍ଦପୁର ୧୦୩ ମିମି, କେନ୍ଦୁଝର ୪୪.୮ ମିମି , ସୋମପାଟଣା ୩୨.୮ ମିମି, ଠାକୁରମୁଣ୍ଡା ୭.୦ ମିମି, ଚମ୍ପୁଆ ୩୯.୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ବନ୍ୟାଜଳ ଶନିବାର ସକାଳ ୯ ଟାରେ ୧୭.୦୭ ମିଟର,୧୦ ଟା ରେ ୧୭.୦୮ ମିଟର,୧୧ ଟା ରେ ୧୭.୧୦ ମିଟର, ୧୨ ଟା ରେ ୧୭.୧୨ ମିଟର, ୧ଟାରେ ୧୭.୧୪ ମିଟର, ୨ ଟାରେ ୧୭.୧୬ରେ ପ୍ରବାହିତ ହେଉଛି। ତେବେ ବନ୍ୟା ଜଳ କେତେ ପରିମାଣ ହେବ ସନ୍ଧ୍ୟା ସୁଦ୍ଧା ଜଣାପଡ଼ିବ ବୋଲି ଆଖୁଆପଦା ବନ୍ୟା ନିୟନ୍ତ୍ରଣ କକ୍ଷ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନରେ ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୮୦୮୧ ଜଣ

ଛତ୍ରପୁର,୨୭ା୪(ଡି.ଏନ୍‌.ଏ.): ତିନିଦିନ ମଧ୍ୟରେ ଅନ୍ୟ ରାଜ୍ୟରୁ ଗଞ୍ଜାମ ଜିଲାକୁ ଫେରିବାକୁ ୮୦୮୧ ଜଣ ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଛନ୍ତି। ଏ ସମ୍ପର୍କରେ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟରେ ଥିବା...

ଆଶାକର୍ମୀଙ୍କ ପରିବାର କରୋନାରେ ଆକ୍ରାନ୍ତ

ବାରଙ୍ଗ,୩ା୮(ଡି.ଏନ୍‌.ଏ.): ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତର ଢାଓ୍ବା ଗ୍ରାମର ୨ନଂ ଓାର୍ଡର ଜଣେ ଆଶାକର୍ମୀଙ୍କ ପରିବାରକୁ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ସେମାନଙ୍କୁ ମେଣ୍ଢାଶାଳ...

ବିନା ସୂଚନାରେ କାଟିଦେଲେ ବିଦ୍ୟୁତ୍‌

ଢେଙ୍କାନାଳ ଅଫିସ, ୧୩।୩ – ପରୀକ୍ଷା ସମୟରେ ଯଥାସମ୍ଭବ ବିଦ୍ୟୁତ୍‌ କାଟ କମ୍‌ କରିବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବିଭାଗକୁ ତାଗିଦ୍‌ କରିଛନ୍ତି। ହେଲେ ଏହାର...

ହାତୀପଲ ଉଜାଡିଲେ ରବିଧାନ ଫସଲ

ବିନିକା, ୧୪ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ମଣିଗାଁ ଗଁାରେ ହାତୀ ଉପଦ୍ରବ ଦେଖାଦେଇଛି। ଉଲୁଣ୍ଡା ଜଙ୍ଗଲରୁ ସିଣ୍ଡୋଳ ମହାନଦୀ ଦେଇ...

ଲେପ୍ରୋସି କଲୋନୀରେ ରାଶନ ବାଣ୍ଟିଲେ ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ଛତ୍ରପୁର ବ୍ଲକ ଚିକଲଖଣ୍ଡି ପଞ୍ଚାୟତ ଅଧୀନ ଦାମିୟନ ନଗର ଲେପ୍ରୋସି କଲୋନୀରେ ଘର ଘର ବୁଲି ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ରାଶନ...

ଓଲଟିଲା ଯାତ୍ରୀବାହୀ ବସ୍‌

କୁଳିଅଣା,୧୬ା୧୨(ସ୍ବ.ପ୍ର.): ୧୮ ନଂ ଜାତୀୟ ରାଜପଥର ମୟୂରଭଞ୍ଜ ଜିଲା କୁଳିଅଣା ଛକ ନିକଟରେ ଶୁକ୍ରବାର ରାସ୍ତା କଡ଼କୁ ଓଲଟି ପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଗୌରୀ...

୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜି ଉଦୟଗିରି ବଡ଼ସାହି ହେଲା କଣ୍ଟେନମେଣ୍ଟ ଜୋନ୍‌

ଜି ଉଦୟଗିରି, ୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ସହରରେ କିଛିଦିନ ହେବ କଣ୍ଟେନମେଣ୍ଟ ଜୋନ୍‌ ହଟିଥିବା ବେଳେ ବୁଧବାର ପୁଣିଥରେ ସହରର ସବୁଠାରୁ ବଡ଼...

ଅଭ୍ୟାସ ଲାଗି ନାହିଁ ଜମ୍ପିଂ ପିଟ୍‌

ବ୍ରହ୍ମପୁର ଅଫିସ,୩।୯: ହାଇଜମ୍ପ, ଲଙ୍ଗଜମ୍ପ ଓ ଟ୍ରିପଲ ଜମ୍ପ ଆଦି କ୍ରୀଡ଼ାରେ କ୍ଷେତ୍ରରେ ପୂର୍ବରୁ ପ୍ରତିବର୍ଷ ଗଞ୍ଜାମ ଜିଲାରୁ ୪୦ରୁ ୫୦ କ୍ରୀଡ଼ାବତ୍‌ ଜିଲା, ରାଜ୍ୟ...

Advertisement
Archives

Model This Week