‘ବୀର୍‌’ ସ୍କିମ୍‌ ଆରମ୍ଭ କଲା ବଜାଜ ଆଲିଆଞ୍ଜ

ନୂଆଦିଲ୍ଲୀ,୧୯।୯: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ବଜାଜ ଆଲିଆଞ୍ଜ ପକ୍ଷରୁ ପ୍ରତିରକ୍ଷା ଓ କେନ୍ଦ୍ରୀୟ ସଶସ୍ତ୍ର ସେନା ବାହିନୀଙ୍କ ପାଇଁ ଏକ ଉତ୍ସର୍ଗୀକୃତ ଅଭିଯାନ ‘ବୀର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ସେମାନଙ୍କ ପରିବାରର ଆର୍ଥିକ ସୁରକ୍ଷାକୁ ନିଶ୍ଚିତ କରିବାରେ ବେଶ୍‌ ସହାୟକ ହେବ। ଏହି ନୂଆ ବ୍ୟବସାୟ ଚ୍ୟାନେଲ୍‌ର ଅଂଶ ଭାବେ କମ୍ପାନୀ ଦେଶର ସାହସୀ ସୈନିକମାନଙ୍କୁ ଅଭିନବ ଜୀବନ ବୀମା ସମାଧାନ ଓ ସ୍ବତନ୍ତ୍ର ସେବା ପ୍ରଦାନ କରିବ। ଏ ସମ୍ପର୍କରେ ବଜାଜ ଆଲିଆଞ୍ଜର ବରିଷ୍ଠ ଅଧିକାରୀ ଅମିତ ଜୈସ୍ବାଲ କହିଛନ୍ତି, ପ୍ରତିରକ୍ଷା ବଳ ହେଉଛି ଦେଶର ମେରୁଦଣ୍ଡ, କାରଣ ସେମାନେ ପ୍ରତିକୂଳ ପରିସ୍ଥିତିରେ ନିଜ ଜୀବନକୁ ବିପଦରେ ପକାଇ ଦେଶର ନାଗରିକମାନଙ୍କୁ ସୁରକ୍ଷା ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri