ବଜାରରେ ବଜାଜ୍‌ର ଫ୍ରିଡମ୍‌ ସିଏନ୍‌ଜି ବାଇକ୍‌

ଭୁବନେଶ୍ୱର,୯।୧୧: ବଜାଜ ଅଟୋ ଲିମିଟେଡ୍‌(ବଜାଜ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ (ସିଏନ୍‌ଜି) ବାଇକ୍‌ ‘ଫ୍ରିଡମ’ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ ବଜାର) ରେ ବିଶ୍ୱର ପ୍ରଥମ ସିଏନ୍‌ଜି ବାଇକ୍‌ ‘ଫ୍ରିଡମ’ର ଅଫିସିଆଲ ଲଞ୍ଚିଂ ମଧ୍ୟ (ଶୁଭାରମ୍ଭ) ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଭାରତ ବଜାଜ୍‌ ପଳାଶୁଣୀ ରସୁଲଗଡ଼ ଭୁବନେଶ୍ୱର ଶୋ’ରୁମ୍‌ଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଗେଲ୍‌ ଇଣ୍ଡିଆର ଇଡି ଏଚ୍‌.କେ. ଗର୍ଗ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଅନାବରଣ ସହ ସିଏନ୍‌ଜି ବାଇକ୍‌ର ବଜାର ପ୍ରବେଶ କରାଇଥିଲେ। ଗେଲ୍‌ ଇଣ୍ଡିଆର ଜିଏମ୍‌ କୌଶିକ ଦାସ, ବଜାଜ୍‌ ଅଟୋର ଆର୍‌ଏମ୍‌ ଓଡ଼ିଶା ଶିଓ୍ବାନୁ ମିଶ୍ର, ଏଏସ୍‌ଏମ୍‌ ସ୍ବାଧୀନ ମିଶ୍ର, ଏଏସ୍‌ଏମ୍‌ ଦେବାଶିଷ ଭଟ୍ଟାଚାର୍ଯ୍ୟ, ଏଏସ୍‌ଏମ୍‌ ସମ୍ପଦ କୁମାରଙ୍କ ସମେତ ଭାରତ ବଜାଜର ଏମ୍‌ଡି ସୁଶାନ୍ତ ମହାରଣା ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri