ଭୁବନେଶ୍ୱର/ପଦ୍ମପୁର (ବ୍ୟୁରୋ/ଡି.ଏନ୍.ଏ.),୨୫।୯: ଯୁବ ବିଜେଡି ସାଧାରଣ ସମ୍ପାଦକ ପଦରୁ ବାଣୀକଲ୍ୟାଣ ମହାନ୍ତିଙ୍କୁ ଶନିବାର ନିଲମ୍ବିତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।
ସୂଚନାଯୋଗ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକ ତଥା ବଲାଙ୍ଗୀର ପର୍ଯ୍ୟବେକ୍ଷକ ବାଣୀକଲ୍ୟାଣ କିଛିଦିନ ତଳେ ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତକୁ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସ୍ଥାନୀୟ ବିଧାୟକ ଓ ଏମ୍ପିଙ୍କୁ ଦେଖିବାକୁ ମିଳି ନ ଥିଲା। ତେବେ ଏହି ସମୟରେ ସେ ଦଳବିରୋଧୀ କାର୍ଯ୍ୟ କରିଥିବା ନେଇ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏନେଇ ଅଭିଯୋଗ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ବାଣୀକଲ୍ୟାଣଙ୍କ ଘର ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଅଧୀନ ଗୋବିନ୍ଦପୁର ଗ୍ରାମରେ।
୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା
ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…
ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଦଳ ୧୪ ରନ୍ରେ ବିଜୟୀ ହୋଇଛି। ଏହି ମ୍ୟାଚ୍ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…
କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ
ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…
ଧୋନୀଙ୍କ ରେକର୍ଡକୁ ଧୂଳିସାତ୍ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା
ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…
ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…
ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା
ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…
ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…
ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…
ଭାରତୀୟ କ୍ରିକେଟ୍ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ
ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

