Posted inଜାତୀୟ

ସୁପର ରାଜନୀତି କରୁଛି ଭାଜପା: ଉଦିତ ରାଜ

ନୂଆଦିଲ୍ଲୀ,୧।୧: ରାମ ମନ୍ଦିରର ଉଦଘାଟନ ସମାରୋହକୁ ନେଇ ରାଜନୈତିକ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଛି। ପୂର୍ବତନ ଏମ୍‌ପି ତଥା କଂଗ୍ରେସ ଦଳର ନେତା ଉଦିତ ରାଜ ଏକ ଟୁଇଟ୍‌ରେ କହିଛନ୍ତି, ମନୁବାଦ ୫୦୦ ବର୍ଷ ପରେ ପ୍ରତ୍ୟାବର୍ତ୍ତନ କରୁଛି।
ମନ୍ଦିର ପରିଚାଳନା କମିଟି ଆଡକୁ ଇଶାରା କରି ଉଦିତ ରାଜ କହିଛନ୍ତି, ନିମନ୍ତ୍ରଣ ଦେଉଥିବା ବ୍ୟକ୍ତି କିଏନ? ଭଗବାନ ତାଙ୍କର କେବଳ ବନ୍ଧୁ କି? ଯେତେବେଳେ ହେବ ସେବେ ଯାଇ ସେଠାରେ ଯାଇ ପୂଜା କରିବୁ।
ଭାରତୀୟ ଜନତା ପାର୍ଟି ଉପରେ ଆକ୍ରମଣ କରି ଉଦିତ ରାଜ କହିଛନ୍ତି, ଏଥଫରୁ ଜଣାପଡୁଛି କେବଳ ଭାଜପା ଏବଂ ଭିଏଚପି ରାମଙ୍କୁ ବିଶ୍ୱାସ କରନ୍ତି,ରାମଙ୍କୁ ଆଉ କେହି ବିଶ୍ୱାସ କରନ୍ତି ନାହିଁ। ବର୍ଷ ବର୍ଷ ଧରି ରାମଙ୍କୁ ପୂଜା କରାଯାଇଆସୁଛି। ଭାରତୀୟ ଜନତା ପାର୍ଟିର ଲୋକମାନେ ରାମଙ୍କ ନାମରେ ସୁପର ରାଜନୀତି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ନେଇ ଏମିତି କହିଦେଲେ ପ୍ରଭାତୀ ପରିଡା: ଛଳନା କରି…

ଭୁବନେଶ୍ୱର,୧ା୫(ରବିନାରାୟଣ ଜେନା):ବିଧାନସଭାର ସ୍ବତନ୍ତ୍ର ଅଧିବେଶନ କାଳରେ ଗୁରୁବାର ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବର୍ଷିଛନ୍ତି। ପ୍ରଭାତୀ କହିଛନ୍ତି, ଆଜି ବିରୋଧୀ ଦଳ…

ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ: ୮୦ ପରିବାର ହନ୍ତସନ୍ତ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପଞ୍ଚାୟତ କୁଶମେଲ ଗ୍ରାମର ପୁରୁଣା କଲୋନୀ ବସ୍ତିରେ ପ୍ରାୟ ୧ ମାସ ହେବ ପିଇବା ପାଣିର ଘୋର ଅଭାବ…

୪ ଦିନରେ ୩ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ଘରେ ପହଞ୍ଚିଲେ…

ଅମରପାଲି, ୧।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଭିନ୍ନ ଗ୍ରାମରେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟ ବିଭାଗୀୟ ଟିମ…

ଧରିତ୍ରୀ ପ୍ରଭାବ: ଟ୍ରାଫିକ ପୋଷ୍ଟରେ ଛପର ନିର୍ମାଣ

ନୂଆପଡ଼ା,୧ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଗତ କିଛିଦିନ ହେଲା ପାରଦ ଉପରମୁହାଁ ହେବାରେ ଲାଗିଛି ା ଏପରି ସମୟରେ ସହରର ପ୍ରମୁଖ ଏକତା ଛକଠାରେ ଥିବା ଟ୍ରାଫିକ…

ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ…

ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ବେଳେ ଅଶ୍ଳୀଳ ଭିଡିଓ ଚାଲିଲା,ଆଉ ତା’ପରେ…

ନୂଆଦିଲ୍ଲୀ,୩୦ା୪: ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ଚାଲିଥିଲାବେଳେ ଏକ ଅଶ୍ଳୀଳ କଣ୍ଟେଣ୍ଟ ଚାଲିବାରୁ ଶୁଣାଣି ବାଧାପ୍ରାପ୍ତ ହୋଇଥିଲା। କୋର୍ଟରୁମ୍‌ରେ ସାଇବର ସୁରକ୍ଷାର ଉଲ୍ଲଂଘନକୁ ନେଇ ଚିନ୍ତା ପ୍ରକଟ…

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ…

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri