ଉସତାଲି ଘାଟିରୁ ବଜ୍ରକାପ୍ତା ଉଦ୍ଧାର

ହେମଗିରି,୧୦ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିରିସ୍ଥିତ ଉସତାଲି ଘାଟି ନିକଟରୁ ଗୁରୁବାର ଭୋର୍‌ ସମୟରେ ବନ ବିଭାଗ ଏକ ବଜ୍ରକାପ୍ତା ଉଦ୍ଧାର କରିଛି।

ମିଳିଥିବା ସୂଚନାନୁସାରେ, ଉସତାଲି ଠାରେ ରାସ୍ତା ପାର୍‌ କରୁଥିବା ସମୟରେ ବନ ବିଭାଗ କର୍ମଚାରୀମାନେ ଦେଖି ଏହାକୁ ଉଦ୍ଧାର କରିଥିଲେ। ବନ ବିଭାଗର ଉପରିସ୍ଥ ଅଧିକାରୀ ଆସିବା ପରେ ଏହାକୁ ଜଙ୍ଗଲରେ ଛଡ଼ା
ଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri