ଖୋର୍ଦ୍ଧାକୁ ବଜ୍ରକାପ୍ତା ଚୋରାଚାଲାଣ: ୨ ଗିରଫ

ଢେଙ୍କାନାଳ ଅଫିସ,୧।୧୨: ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରୁ ମଙ୍ଗଳବର ସକାଳେ ବଜ୍ରକାପ୍ତା ଚାଲାଣ ହେଉଥିବା ବେଳେ କପିଳାସ ରେଞ୍ଜ ବନ କର୍ମଚାରୀ ୨ ଜଣଙ୍କୁ ଗିରଫ କରିଛନ୍ତି। ସେମାନଙ୍କଠାରୁ ବଜ୍ରକାପ୍ତାକୁ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ଅନ୍ୟ ୨ ଜଣ ଫେରାର ହୋଇ ଯାଇଛନ୍ତି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଖୋର୍ଦ୍ଧା ଜିଲା ଗଡ଼ହଳଦିଆ ଗ୍ରାମର ଘନଶ୍ୟାମ ବେହେରା (୨୧) ଓ ବଡ଼ତୋରା ଗ୍ରାମର ଜିତେନ୍ଦ୍ର ପ୍ରଧାନ (୪୫)। ସେମାନେ ବଜ୍ରକାପ୍ତାକୁ ୧୦ ଦିନ ପୂର୍ବରୁ ଧରିଥିଲେ। ମଙ୍ଗଳବାର ସକାଳେ ଖୋର୍ଦ୍ଧା ଚାଲାଣ କରୁଥିବା ବେଳେ ଧରାପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ନର୍ସିଂ କଲେଜ ବନ୍ଦ: ହଷ୍ଟେଲ ଛାଡ଼ିବା ପାଇଁ ଅନ୍ତେବାସୀଙ୍କୁ ନିର୍ଦ୍ଦେଶ

କଟକ ଅଫିସ,୧୦।୪: କଟକ ବଡ଼ ମେଡିକାଲର ନର୍ସିଂ କଲେଜକୁ ବନ୍ଦ ନେଇ ଶନିବାର ଘୋଷଣା ହୋଇଛି। କରୋନା ସଂକ୍ରମଣ ବଢ଼ିବା ପରେ ଏସିଏସ୍‌ (ସ୍ବାସ୍ଥ୍ୟ ବିଭାଗ)ଙ୍କ...

ଗୋଟିଏ ପରିବାରର ୩ ଜଣଙ୍କୁ ଆକ୍ରମଣ କଲା ହାତୀ, ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୧୬ା୧(ସ୍ବ.ପ୍ର.): ତେଲକୋଇ ରେଞ୍ଜ ଅନ୍ତର୍ଗତ ବିମଳା ସେକ୍ସନ ଅଧିନସ୍ଥ ନମକାନି ଗ୍ରାମ ନିକଟରେ ହାତୀ ଆକ୍ରମଣରେ ୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରଶ୍ମିତା...

ଶ୍ରମିକଙ୍କୁ ନିର୍ଯାତନା ଘଟଣାରେ ଫେରାର ଦଲାଲ ଗିରଫ ହେଲେ

ଦେବଗଡ଼,୧୩।୫(ଡି.ଏନ.ଏ.)-୨୦୧୯ ଜାନୁୟାରୀରେ ଜଣେ ଦଲାଲଙ୍କ ଦ୍ୱାରା ଠକେଇର ଶିକାର ହୋଇଥିବା ୧୧ ଶ୍ରମିକଙ୍କୁ ବିହାରର ଗୟା ଜିଲାରୁ ରିଆମାଳ ଥାନା ପୋଲିସ ଉଦ୍ଧାର କରିଥିଲା। ସେମାନଙ୍କୁ...

ଜଳିଗଲା ୯ ବଖରା: ଖୋଲା ଆକାଶ ତଳେ ବିପନ୍ନ ପରିବାର

ସିଂହପୁର,୧୧।୧(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରି ଓ ବାଙ୍ଗରାରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ବଖରା ଜଳି ପାଉଁଶ ହୋଇଯାଇଛି। ବାଙ୍ଗରା...

ପ୍ରବାସୀ ଓଡ଼ିଆଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ପୋଲିସ

ଭଦ୍ରକ ଅଫିସ,୧୭ା୫: ମହାମାରୀ କରୋନା ଯୋଗୁ ବିପଦରେ ପଡ଼ିଛି ଜୀବନ ଜୀବିକା। ଡହଡହ ଖରାରେ ରାଜରାସ୍ତାରେ ଶହ ଶହ କିଲୋମିଟର ପାଦରେ ଚାଲିଚାଲି ଘରମୁହାଁ ହୋଇଛନ୍ତି...

ବିପଦପୂର୍ଣ୍ଣ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

ରାଇକିଆ, ୧।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବସ୍‌ଷ୍ଟାଣ୍ଡ ଯାତ୍ରୀ ବିଶ୍ରାମାଗାର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଏହି ବିଶ୍ରାମାଗାର ଜିଲାର ଏକ ପ୍ରମୁଖ ବସ୍‌ ଷ୍ଟାଣ୍ଡରେ...

ନାହାନ୍ତି ଆବଶ୍ୟକ ଡାକ୍ତର, ସେବା ବିପର୍ଯ୍ୟସ୍ତ

ବିଞ୍ଝାରପୁର,୨୯ା୧୧(ଡି.ଏନ.ଏ.): ସରକାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆବଶ୍ୟକ ଡାକ୍ତର ନିଯୁକ୍ତ କରୁ ନ ଥିବାରୁ...

ଗରିବ ପରିବାରକୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ବିଡିଓ

ଶେରଗଡ଼,୨୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାରଠାରୁ ଗରିବ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବରମୁଣ୍ଡଳୀ ଓ ଧବଲପୁର ପଞ୍ଚାୟତରେ ଏହି ଶୁଖିଲା...

Advertisement
Archives

Model This Week