Posted inଜାତୀୟ

କର୍ନାଟକ ନିର୍ବାଚନ ପୂର୍ବରୁ କଂଗ୍ରେସ ବିରୋଧରେ ବଜରଙ୍ଗ ଦଳର ପ୍ରଦର୍ଶନ

ବେଙ୍ଗାଲୁରୁ,୯।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଅର୍ଥାତ୍‌ ୧୦ ମେ’ରେ ଭୋଟ ଗ୍ରହଣ ହେବାକୁ ଯାଉଛି। ଏହାର ଠିକ ଗୋଟିଏ ଦିନ ପୂର୍ବରୁ ମଙ୍ଗଳବାର ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦ ସାରା ଦେଶରେ ହନୁମାନ ଚାଳିଶା ପାଠ କରିବାକୁ ଘୋଷଣା କରିଛି। ସୂଚନାଯୋଗ୍ୟ, କର୍ନାଟକ ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ବଜରଙ୍ଗ ଦଳକୁ ବ୍ୟାନ କରିବାକୁ ଘୋଷଣା କରାଯାଇଛି। ଏହା ଉପରେ ଭାରତୀୟ ଜନତା ପାର୍ଟି(ଭାଜପା) ଏହି ପ୍ରସଙ୍ଗକୁ ‘ବଜରଙ୍ଗ ବଲି’ ସହ ଯୋଡି ଦେଇଛି। ଏହାକୁ ନେଇ ନିର୍ବାଚନ ପ୍ରଚାରର ଶେଷ ୪ ଦିନ ବହୁତ ରାଜନୀତି ହୋଇଛି।
ସୂଚନାଯୋଗ୍ୟ, କଂଗ୍ରେସ ତା’ର ଘୋଷଣା ପତ୍ରରେ କହିଛି, ରାଜ୍ୟରେ କଂଗ୍ରେସ ସରକାର ଗଠନ କଲେ ଏହାପରେ ପରେ ବଜରଙ୍ଗ ଦଳ, ପିଏଫଆଇ ସମେତ ଜାତି ଓ ଧର୍ମ ଆଧାରରେ ସଂମ୍ପ୍ରଦାୟଙ୍କ ମଧ୍ୟରେ ଅସନ୍ତୁଷ୍ଟ ଜାଗ୍ରତ କରୁଥିବା ସମସ୍ତ ସଙ୍ଗଠନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବ୍ୟାନ କରିବ।
କଂଗ୍ରେସର ଏହି ଘୋଷଣା ପତ୍ରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି। ସେ ବଜରଙ୍କ ଦଳକୁ ବଜରଙ୍ଗ ବଲି ସହ ଯୋଡି ଦେଇଛନ୍ତି। ମୋଦି ତାଙ୍କ ରାଲିରେ କହିଥିଲେ, କଂଗ୍ରେସ ଦଳ ତା’ର ମନିଫେଷ୍ଟୋରେ ବଜରଙ୍ଗ ବଲିକୁ ତାଲାରେ ବନ୍ଦ କରିବାକୁ ନିର୍ଣ୍ଣୟ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ମଦ

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri