ଗୋରୁ ଚାଲାଣ ବେଳେ ଧରିଲା ବଜରଙ୍ଗ ଦଳ, ଡ୍ରାଇଭର-ହେଲପରଙ୍କୁ ଥାନାରେ ଦେଲେ ଜିମା

ମୋହନା,୮ା୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ସଦର ମହକୁମାର ସ୍ଥାନୀୟ ହାଇସ୍କୁଲ ନିକଟରୁ ବୁଧବାର ରାତରେ ଏକ ପିକ୍‌ଅପ୍‌ ( ଓଡି ୦୭ ଏ ଜି ୧୮୮୩ ) ରେ ଅମାନୁଷିକ ଭାବେ ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ୧୦ ଗୋରୁଙ୍କୁ ସ୍ଥାନୀୟ ବଜରଙ୍ଗ ଦଳ ପକ୍ଷରୁ ଉଦ୍ଧାର କରିବା ସହ ମୋହନା ଥାନା ରେ ଜିମା ଦେଇଛନ୍ତି।
ଗଞ୍ଜାମ ଜିଲା ଡେଙ୍ଗାପଦର ଗ୍ରାମର ଗାଡ଼ିଟି ଗୋରୁ ବୋଝେଇ କରି ବିଳମ୍ବିତ ରାତିରେ ମୋହନା ହାଇସ୍କୁଲ ଛକରେ ପିକ୍‌ଅପ୍‌ଟି ରହିଥିଲା। ମୋହନା ବଜରଙ୍ଗ ଦଳର କିଛି ସଦସ୍ୟ ଗୋରୁ ବୋଝେଇ ଥିବା ଗାଡ଼ି ଡ୍ରାଇଭରଙ୍କୁ ପଚାରିଥିଲେ କିନ୍ତୁ ଡ୍ରାଇଭର ଜଣକ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ। ପରେ ସନ୍ଦେହ ଲାଗିବା ପରେ ଗୋରୁ ବୋଝେଇ ପିକ୍‌ଅପ୍‌ ବଜରଙ୍ଗ ଦଳର ସଦସ୍ୟମାନେ ଗାଡ଼ିକୁ ଜବତ କରି ମୋହନା ଥାନାରେ ଜିମା ଦେବା ସହ ଲିଖିତ ଅଭିଯୋଗ କରିଥିଲେ। ମୋହନା ଥାନାରେ ୬୫/୨୫ ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା ଥାନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri