Posted inଜାତୀୟ

ବଜରଙ୍ଗ ପୁନିଆଙ୍କ ଅଭିଯୋଗ, ‘ଆମ ଫୋନ ନମ୍ବର କରାଯାଉଛି ଟ୍ରାକ’

ନୂଆଦିଲ୍ଲୀ,୧୨।୫: ଦିଲ୍ଲୀର ଜନ୍ତର ମନ୍ତରରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ କରୁଥିବା କୁସ୍ତି ଯୋଦ୍ଧାମାନେ କଳା ପଟି ପିନ୍ଧିଥିବାର ନଜର ଆସିଥିଲେ। କୁସ୍ତିଯୋଦ୍ଧାମାନେ ଗୁରୁବାର ଅର୍ଥାତ ୧୧ ମେକୁ କଳା ଦିନ ବୋଲି କହିଥିଲେ। ବଜରଙ୍ଗ ପୁନିଆ ଅଭିଯୋଗ କରିଛନ୍ତି ଯେ ତାଙ୍କ ଫୋନ ନମ୍ବର ଟ୍ରାକ କରାଯାଉଛି।
ନ୍ୟୁଜ ଏଜେନ୍ସି ପିଟିଆଇର ସୂଚନା ଅନୁଯାୟୀ ରେସଲର ବଜରଙ୍ଗ ପୁନିଆ, ବିନେଶ ଫୋଗାଟ, ସାଖି ମଲିକ ତଥା ସତ୍ୟବ୍ରତ କାଦିଆନ ଏବଂ ଜିତେନ୍ଦ୍ର ସେମାନଙ୍କ କପାଳରେ କଳା ବ୍ୟାଣ୍ଡ ବାନ୍ଧିଥିବା ବେଳେ ବ୍ରିଜ ଭୂଷଣ ସିଂଙ୍କ ନିଷ୍କ୍ରିୟତାକୁ ବିରୋଧ କରି କିଛି ସମର୍ଥକ ଏହାକୁ ବାହୁରେ ବାନ୍ଧିଥିଲେ। କୁସ୍ତିଯୋଦ୍ଧାମାନେ ଜଣେ ନାବାଳିକାଙ୍କ ସମେତ ଅନେକ ମହିଳା କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯ୍ୟାତନା ଦେଇଥିବା ଅଭିଯୋଗ କରି ବ୍ରିଜ ଭୂଷଣଙ୍କୁ ଗିରଫ କରିବାକୁ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri