ଅମିତ ଶାହାଙ୍କୁ ଭେଟି ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଶୀଘ୍ର ଚାର୍ଜସିଟ ଦାଖଲ କରିବାକୁ ଦାବି କଲେ କୁସ୍ତି ଯୋଦ୍ଧା

ନୂଆଦିଲ୍ଲୀ,୫।୬: ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଥିବା ଅଲିମ୍ପିୟାନ କୁସ୍ତିଯୋଦ୍ଧା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ବଜରଙ୍ଗ ପୁନିଆ, ସାକ୍ଷି ମଲିକ ଓ ଭିନେଶ ଫୋଗାଟ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍‌ କରିଛନ୍ତି। ବଜରଙ୍ଗ ପୁନିଆ, ସାକ୍ଷି ମଲିକ ଓ ଭିନେଶ ଫୋଗାଟ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହାଙ୍କୁ ତାଙ୍କ ଘରେ ସାକ୍ଷାତ୍‌ କରି ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।

ସୂଚନା ଅନୁଯାୟୀ, ରବିବାର ରାତିରେ ଅମିତ ଶାହାଙ୍କୁ ଭେଟିବା ପରେ କୁସ୍ତିଯୋଦ୍ଧାମାନେ ନିଜର ଉଦ୍ବେଗ ପ୍ରକାଶ କରିଥିଲେ ଏବଂ ଏକ ଦୀର୍ଘ ବୈଠକରେ ସବୁକିଛି କହିଥିଲେ। କୁସ୍ତିଯୋଦ୍ଧାମାନେ ଖୁବ ଶୀଘ୍ର ବ୍ରିଜ ଭୂଷଣଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ନିବେଦନ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ନିଷ୍ପତ୍ତି ନିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ଆଘାତରେ ମାଙ୍କଡ ଛୁଆ ଆହତ:କୋଳରେ ଧରି ଡାକ୍ତରଖାନାରେ ପହଞ୍ଚିଲା ମା’

ଭୋପାଳ,୬।୧୧: ମଧ୍ୟପ୍ରଦେଶର ସିହୋର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧ କେଭି ତାରରେ ବାଜି ଏକ ମାଙ୍ଗଡ ଛୁଆ ଆହତ ହେବା ପରେ ତାକୁ...

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା...

ସଙ୍କଟରେ ରାଇନାଙ୍କ ସିଏସ୍‌କେ କ୍ୟାରିୟର

ଦୁବାଇ, ୧ା୯: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ହେବାକୁ ଯାଉଛି। ବିଭିନ୍ନ ଦଳର ଖେଳାଳିମାନେ ସେଠାରେ ପହଞ୍ଚତ୍ବା...

‘ଏନସିପିରେ ହୋଇନାହିଁ କୌଣସି ବିଭାଜନ, ଅଜିତ ଆମର ନେତା’,ଶରଦ ପାଓ୍ବାର

ମୁମ୍ବାଇ,୨୫।୮: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ମୁଖ୍ୟ ଶରଦ ପାଓ୍ବାର ପୁଣିଥରେ ଦଳ ମଧ୍ୟରେ ବିଭାଜନକୁ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି କି ସେ ଓ ଅଜିତ ପାଓ୍ବାରଙ୍କ...

ଡିଆର୍‌ଡିଓ ବୈଜ୍ଞାନିକଙ୍କ ହାଜତ ମିଆଦ ୧୫ ଯାଏ ବଢ଼ିଲା

ନୂଆଦିଲ୍ଲୀ, ୧୦ା୫: ପାକିସ୍ତାନକୁ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗତ ୩ ତାରିଖରେ ପୁଣେରୁ ଗିରଫ ହୋଇଥିବା ଡିଆର୍‌ଡିଓ ବୈଜ୍ଞାନିକ ପ୍ରଦୀପ କୁରୁଲ୍‌କର(୫୯)ଙ୍କ ହାଜତ ମିଆଦକୁ...

ଚିରାଗ ପାଶଓ୍ବାନ ହେଲେ ଏଲ୍‌ଜେପି ମୁଖ୍ୟ

ନୂଆଦିଲ୍ଲୀ,୫।୧୧: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାବବିଳାସ ପାଶଓ୍ବାନ ନିଜ ରାଜନୈତିକ କମାଣକୁ ପୁଅ ଚିରାଗ ପାଶଓ୍ବାନଙ୍କ ହାତରେ ସମର୍ପି ଦେଇଛନ୍ତି। ମଙ୍ଗଳବାର...

ଭାଜପା ୯୨ ଆସନରେ ଆଗୁଆ; କଂଗ୍ରେସ ୪୧ ଆସନରେ ଆଗରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଭାଜପା ୯୨ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୪୧ରେ...

ଆମେରିକା ଗସ୍ତ ପୂର୍ବରୁ କଂଗ୍ରେସକୁ କାହିଁକି ଥ୍ୟାଙ୍କ ୟୁ କହିଲେ ମୋଦି

ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଆମେରିକା ଗସ୍ତ ପାଇଁ ମଙ୍ଗଳବାର ଯାତ୍ରା ଆରମ୍ଭ କରିଛନ୍ତି। ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

Advertisement
Archives

Model This Week