୬ ବର୍ଷରେ ଏତେ ବଦଳିଗଲେଣି ‘ବଜରଙ୍ଗୀ ଭାଇଜାନ୍‌’ର ମୁନ୍ନୀ: ଏହି କାରଣ ପାଇଁ ତାଙ୍କର ମଜାକ୍‌ ଉଡ଼ାଇଲେ ଲୋକେ

୬ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୫ରେ ସଲମାନ୍‌ ଖାନ୍‌ଙ୍କ ସୁପରହିଟ୍‌ ଫିଲ୍ମ ‘ବଜରଙ୍ଗୀ ଭାଇଜାନ’ରେ ମୁନ୍ନୀ ଚରିତ୍ରରେ ଅଭିନୟ କରିଥିବା ଶିଶୁ କଳାକାର ଏବେ ବହୁତ ବଡ଼ ହୋଇଯାଇଛନ୍ତି। ତେବେ ସେଇ ଶିଶୁ କଳାକାର ଜଣଙ୍କ ହେଲେ ହର୍ଷାଲୀ ମଲହୋତ୍ରା। ଏବେ ସେ ୧୩ ବର୍ଷର ହୋଇଯାଇଛନ୍ତି। ନିକଟରେ ଏୟାରପୋର୍ଟରେ ତାଙ୍କୁ ମା’ଙ୍କ ସହ ଦେଖିବାକୁ ମିଳିଥିଲା। ଏହି ଅବସରରେ ସେ ଜିନ୍ସ-ଟି ଶର୍ଟ ଏବଂ ଜ୍ୟାକେଟ୍‌ ପିନ୍ଧିଥିଲେ। ତେବେ କ୍ୟାମେରାକୁ ଦେଖିବା ପରେ ହର୍ଷାଲୀ ପୋଜ୍‌ ଦେଇଥିଲେ। ଏହି ସମୟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକମାନେ ତାଙ୍କର ମଜାକ୍‌ ଉଡ଼ାଇବାରେ ଲାଗିଛନ୍ତି। ଜଣେ ବ୍ୟକ୍ତି କମେଣ୍ଟକରି ଲେଖିଛନ୍ତି, ମୁନ୍ନୀଙ୍କ ମୁହଁରେ ପାଉଡର ଟିକେ ଅଧିକ ହୋଇଯାଇଛି। ସେହିପରି ଅନ୍ୟଜଣେ କହିଛନ୍ତି, ମୁନ୍ନୀ ଚାଲିବା ସମୟରେ ପଣ୍ଡସ୍‌ ପାଉଡର୍‌ର ବିଜ୍ଞାପନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ବନ୍ଧନରେ ଅଭି-ପ୍ରଜ୍ଞା

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହେଲେ ଅଭି-ପ୍ରଜ୍ଞା। ଟେଲିପରଦାର ଏହି ହିଟ୍‌ ଯୋଡ଼ି ରିଅଲ୍‌ରେ ନୁହେଁ ବରଂ ରିଲରେ ଏକାଠି ହୋଇଛନ୍ତି। ଦର୍ଶକମାନେ ଏହି ଦିନକୁ...

କନିକାଙ୍କୁ କରୋନା: ଦାୟିତ୍ୱହୀନତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମେମ୍‌

ବମ୍ବେ: ବଲିଉଡ୍‌ ଗାୟିକା କନିକା କପୁର କରୋନା ସଂକ୍ରମିତ। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଦଶଦିନ ତଳେ ଲଣ୍ଡନରୁ ଫେରିଥିଲେ ସେ। ହେଲେ ବିମାନ...

ଏହି ପ୍ରସିଦ୍ଧ ଅଭିନେତାଙ୍କୁ ହତ୍ୟା

ତାମିଲ ଭାଷାର ଲୋକପ୍ରିୟ ଟିଭି ଧାରାବାହିକ ‘ଥେନମୋଝି ବିଏ’ରେ ଖଳନାୟ ଚରିତ୍ରରେ ଅଭିନୟ କରୁଥିବା ପ୍ରସିଦ୍ଧ ଅଭିନେତା ସେଲଭାରାଥିନମଙ୍କୁ ହତ୍ୟା କରାଯାଇଛି। ସିସିଟିଭି ଫୁଟେଜ ଆଧାରରେ...

୮୦୦ କୋଟି ବଜେଟ୍‌ରେ ନିର୍ମିତ ହେବ ରାଜାମୌଲିଙ୍କ ଫିଲ୍ମ, ସାଇନ କଲେ ଆଲିଆ

ମୁମାଇ: ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ- ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ରିଲିଜ୍‌ ହୋଇଯାଇଛି। ଯାହା ଏବେ ବକ୍ସ ଅଫିସରେ ଦମ୍‌ଦାର ପ୍ରର୍ଦଶନ...

ରାଜୁଙ୍କୁ ଶୁଣାଯାଉଛି ବିଗ୍‌ ବି ଅମିତାଭଙ୍କ ବାର୍ତ୍ତା; ପରିବାର କରୁଛି ପ୍ରାର୍ଥନା

ବମ୍ବେ: ହୃଦ୍‌ଘାତ ପରେ ଏବେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବ। ଚାରି ଦିନ ହେଲାଣି ଦିଲ୍ଲୀ ଏମ୍‌ସର ଆଇସିୟୁରେ...

ନାତୁଣୀଙ୍କୁ ଜୟାଙ୍କ ପରାମର୍ଶ, ବିବାହ ପୂର୍ବରୁ ମା’ ହେଲେ ବି କିଛି ଅସୁବିଧା ନାହିଁ

ମୁମ୍ବାଇ: ବଲିଉଡ୍‌ର ଭେଟ୍‌ରାନ ଅଭିନେତ୍ରୀ ଜୟା ବଚ୍ଚନ ଫିଲ୍ମରେ ଅଭିନୟ ପାଇଁ ହେଉ କିମ୍ବା ନିଜର ଅପୂର୍ବ ଶୈଳୀ ପାଇଁ ବେଶ୍‌ ଜଣାଶୁଣା। ତାଙ୍କ ହୃଦୟରେ...

‘ବେଲ୍ ବଟମ’ର ଟିଜର ରିଲିଜ୍‌

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାରଙ୍କ ମୋଷ୍ଟ ଆୱେଟେଡ ଫିଲ୍ମ ‘ବେଲ ବଟମ’ର ଟିଜରକୁ ନେଇ ଚର୍ଚ୍ଚା ଚାଲିଛି । ନିକଟରେ ପୁରା ଟିମ୍...

ଦାରିଙ୍ଗବାଡ଼ିରେ ଓଡ଼ିଆ ଚଳଚ୍ଚିତ୍ର ‘ବିଗୁଲ୍‌’ର ଶୁଟିଂ ଆରମ୍ଭ

ଦାରିଙ୍ଗବାଡ଼ି,୨୩ା୩(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ କନ୍ଧମାଳକୁ ନେଇକି ଓଡ଼ିଆ ଓଡ଼ିଆ ଚଳଚ୍ଚିତ୍ର ‘ବିଗୁଲ୍‌’ର ଶୁଟିଂ ଆରମ୍ଭ ହୋଇଛି। ଏହା ଓଡ଼ିଆରେ ଶୁଟିଂ ହେଉଥିବା ବେଳେ ହିନ୍ଦୀ...

Advertisement
Archives

Model This Week