ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ହାଫିଜ୍‌ ସଇଦ୍‌-ସଲାଉଦିନ୍‌ଙ୍କୁ ବାଜଓ୍ବାଙ୍କ ଗୁପ୍ତ ନିର୍ଦ୍ଦେଶ

ଇସଲାମାବାଦ୍‌, ୨୦।୧୦: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଲାଗି ପାକିସ୍ତାନ ସୈନ୍ୟ ବାହିନୀ ମୁଖ୍ୟ କ୍ୱମର ଜାଭେଦ୍‌ ବାଜଓ୍ବା ଲଶ୍ମର-ଇ-ତୋଏବା ମୁଖ୍ୟ ହାଫିଜ୍‌ ସଇଦ୍‌ ଏବଂ ହିଜିବୁଲ ମୁଜାହିଦ୍ଦିନ୍‌ ପ୍ରମୁଖ ସଲାଉଦିନ୍‌ଙ୍କୁ ଗୁପ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ହାତ ରହିଛି। ଇତିମଧ୍ୟରେ ବାଜଓ୍ବା ରାଓ୍ବଲପିଣ୍ଡିଠାରେ ଲଶ୍ମର-ଇ-ତୋଏବା, ଜୈଶ୍‌-ଇ-ମହମ୍ମଦ, ହିଜିବୁଲ ମୁଜାହିଦ୍ଦିନ୍‌ ଏବଂ ତାଲାବାନ ଆଦି ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କ ସହିତ ଯୋଗାଯୋଗରେ ରହିଥିବା କୁହାଯାଉଛି। ଏଠାରେ ଏନେଇ କେତେକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇସାରିଛି। ଜୈଶ୍‌ କମାଣ୍ଡର ମୁଫତି ମହମ୍ମଦ ଅସଗର ଖାଁ କଶ୍ମୀରଙ୍କ ସହିତ ଯୋଗାଯୋଗ କରାଯାଇ ଭାରତରେ କିଭଳି ଆତଙ୍କବାଦୀ ଆକ୍ରମଣ କରାଯିବ ସେ ନେଇ ଷଡ଼ଯନ୍ତ୍ର ରଚାଯାଉଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri