ଧର୍ମଶାଳାରେ ବଳବନ୍ତରାୟଙ୍କୁ ଗୋଟିଏ ପରେ ଗୋଟିଏ ଝଟ୍‌କା: ଦଳ ଛାଡ଼ିଲେ ବିଧାୟକଙ୍କ ପ୍ରତିନିଧି…..

ଧର୍ମଶାଳା,୧୦।୯: ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀରେ ବିଜେଡକୁ ବଡ଼ ଝଟକା ଲାଗିଛି। ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ପ୍ରତିନିଧି ନିର୍ମଳ ପ୍ରଧାନ ବିଜେଡି ଛାଡି ହିମାଂଶୁଙ୍କ ଶିବିରରେ ସାମିଲ ହେବେ ବୋଲି ସୂଚନା ମିଳୁଛି। ନିର୍ମଳ ପ୍ରଧାନ ୨୦୦୭ରେ କଂଗେସ ଜିଲା ପରିଷଦ ପ୍ରାଥି ଥିବା ବେଳେ ୨୦୦୮ ମସିହାରୁ ବିଜେଡି ସହ ରହି ପୂର୍ବତନ ମନ୍ତ୍ରୀ ସ୍ବର୍ଗତ କଳ୍ପତରୁ ଦାସଙ୍କ ସହ କରି କାର୍ଯ୍ୟ ଆସୁଥିଲେ। ପରବର୍ତ୍ତୀ ସମୟରେ ୨୦୧୪ ମସିହାରୁ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ପ୍ରତିନିଧି ଭାବେ ରହି କାର୍ଯ୍ୟକରି ଆସୁଥିଲେ। ନିର୍ବାଚନମଣ୍ଡଳୀରେ ସମସ୍ତ ଦାୟିତ୍ୱ ତୁଲାଇବା ସହ ଲୋକଙ୍କ ସହ ସୁସମ୍ପର୍କ ରଖିଥିଲେ ଯାହା ଫଳରେ ବିଜେଡି ତଥା ପୂର୍ବତନ ବିଧାୟକ ପ୍ରବଣଙ୍କୁ ଏକ ବଡ଼ ଝଟକା ଲାଗିଥିବା ନେଇ ଚର୍ଚ୍ଚା ଜୋର ଧରିଛି।
ଅନ୍ୟ ପକ୍ଷରେ ଜସଶି ପ୍ରଧାନମନ୍ତ୍ରୀଙ୍କ ନରେନ୍ଦ୍ର ମୋଦି, ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝି ଏବଂ ବର୍ତ୍ତମାନର ବିଧାୟକ ହିମାଂଶୁ ଶେଖର ସାହୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବୁଧବାର ମିଶ୍ରଣ ପର୍ବରେ ସାମିଲ ହେବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri