ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି।

ଭୋର୍‌ ୩ଟାରେ ମଙ୍ଗଳ ଆଳତି ଓ ସାଢ଼େ ୩ଟାରେ ମଇଲମ ନୀତି ଶେଷ ହୋଇଛି। ଏହା ସହିତ ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ସକାଳ ସାଢ଼େ ୯ଟାରେ ପହଣ୍ଡି ଆରମ୍ଭ ହେବାକୁ ଥିବା ବେଳେ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଥିବାରୁ ପ୍ରାୟ ସାଢ଼େ ୬ଟାରେ ଆରମ୍ଭ ହୋଇଛି ପହଣ୍ଡି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri