Posted inଖେଳ

ବାଲାଜୀଙ୍କ ପ୍ରଥମ ଫ୍ରେଞ୍ଚ୍‌ ଓପନ ବିଜୟ

ପ୍ୟାରିସ, ୧।୬ (ପି.ଟି.): ଭାରତର ଏନ. ଶ୍ରୀରାମ ବାଲାଜୀ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ କ୍ୟାରିୟରର ପ୍ରଥମ ବିଜୟ ହାସଲ କରିଛନ୍ତି। ଏଥିସହ ସେ ଆସନ୍ତା ପ୍ୟାରିସ ଅଲିମ୍ପିକ୍ସରେ ରୋହନ ବୋପାନ୍ନାଙ୍କ ପାର୍ଟନର ହେବା ଦାବିଦାରୀକୁ ଦୃଢ଼ କରିଛନ୍ତି। ବାଲାଜୀ ଓ ମେକ୍ସିକୋର ମିଗୁଏଲ ଆଞ୍ଜେଲ ରିୟେସ-ଭାରେଲା ମାର୍ଟିଜେନ ଯୋଡ଼ି ୬-୩, ୬-୪ ସେଟ୍‌ରେ ଆମେରିକାର ରିସି ଷ୍ଟାଲଡେର ଓ ଡଚ୍‌ ଖେଳାଳି ସେମ୍‌ ଭେର୍ବେକଙ୍କୁ ହରାଇ ଦେଇଛନ୍ତି। ଜଣେ ଡବଲ୍ସ ଖେଳାଳିଭାବେ ବାଲାଜୀ ଅନେକ ଉନ୍ନତି କରିଛନ୍ତି। ତେବେ ବାଲାଜୀ ଓ ଭାମ୍ବ୍ରିଙ୍କ ମଧ୍ୟକୁ କାହାକୁ ପାର୍ଟନର କରିବେ ତାହା ବୋପାନ୍ନାଙ୍କ ଉପରେ ନିର୍ଭର କରିବ। ଅନ୍ୟପକ୍ଷରେ ୟୁକି ଭାମ୍ବ୍ରି ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ୟୁକି ଓ ଆଲବାନୋ ଓଲିଭେଟି ଯୋଡ଼ି ୩-୬, ୬-୭(୫) ସେଟ୍‌ରେ ଅଷ୍ଟ୍ରେଲିଆର ଜନ୍‌ ପିର୍ସ ଓ ରୁଷିଆର ରୋମାନ ସାଫିଉଲିନଙ୍କଠାରୁ ପରାଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri