ସନ୍ତୁଳିତ ଖାଦ୍ୟ ଓ ସୁସ୍ଥ ଜୀବନ

ଶରୀର ପୋଷଣ ପାଇଁ ଖାଦ୍ୟ ଆବଶ୍ୟକ। ଖାଦ୍ୟ ମଧ୍ୟ ସାତ୍ତ୍ୱିକ ହେବା ଉଚିତ। ଖାଦ୍ୟର ମାନ, ମାତ୍ରା ଓ ସମୟ ମଧ୍ୟ ଠିକ୍‌ ନିର୍ଦ୍ଧାରଣ ହେବା ଉଚିତ। ଆହାର ଗ୍ରହଣ ପୂର୍ବରୁ ଭଗବାନଙ୍କୁ ଅର୍ପଣ କଲେ ଭଲ। ଖାଇବା ସମୟରେ କଥାବାର୍ତ୍ତା କରନ୍ତୁ ନାହିଁ ଏବଂ ଶାନ୍ତ ମନରେ ଭୋଜନ କରନ୍ତୁ। ଖାଇବା ପରେ ପରେ କୋଲ୍ଡ ଡ୍ରିଙ୍କ୍‌ସ ପିଅନ୍ତୁ ନାହିଁ କିମ୍ବା ଆଇସକ୍ରିମ ଖାଆନ୍ତୁ ନାହିଁ। ଖାଇବାର ଠିକ୍‌ ପୂର୍ବରୁ ଏବଂ ପରେ ପାଣି ପିଅନ୍ତୁ ନାହିଁ। ଏହାର ଅଧ ଘଣ୍ଟାଏ ପରେ ପାଣି ପିଅନ୍ତୁ। ବାରମ୍ବାର ଖାଇବା, ଅତ୍ୟଧିକ ପରିମାଣରେ ଖାଇବା, ତେଲ, ମାଛ, ମାଂସ ଓ ଅଣ୍ଡାଦି ଗରିଷ୍ଠ ଭୋଜନ ନିୟମିତ ବା ଅତ୍ୟଧିକ ସେବନ ଶରୀର ପାଇଁ କ୍ଷତିକାରକ। ଖାଦ୍ୟ ଖାଇବା ପରେ ତା’ର ପରିପାକ କ୍ରିୟା ସୁଚାରୁ ରୂପେ ହେବା ଆବଶ୍ୟକ। ଯଦି ଏହାର ପରିପାକ ଠିକ୍‌ ରୂପେ ନ ହୁଏ, ତେବେ ଏହାକୁ ଅପକ୍ୱ ଖାଦ୍ୟ କୁହାଯାଏ। ଏହାଦ୍ୱାରା ଖାଦ୍ୟ ପେଟରେ ଶଢ଼େ ଏବଂ ଟକ୍ସିକ୍‌ ବା ବିଷ ସୃଷ୍ଟି ହୋଇଥାଏ। ଏହାଦ୍ୱାରା ପ୍ରଥମେ ଗ୍ୟାସ୍‌ ତା’ପରେ ଏସିଡିଟି (ଅମ୍ଳ), ଅଲ୍‌ସର, ନାଳଝାଡ଼ା, ଆଣ୍ଠୁଗଣ୍ଠିବାତ, କୋଲେଷ୍ଟ୍ରରଲ୍‌ ବଢ଼ିବା, ହୃଦ୍‌ରୋଗ, ଉଚ୍ଚ ରକ୍ତଚାପ, ମଧୁମେହ ଆଦି ରୋଗ ଆମ ଶରୀରରେ ସୃଷ୍ଟି ହୋଇଥାଏ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri