ସନ୍ତୁଳିତ ଖାଦ୍ୟ ଓ ସୁସ୍ଥ ଜୀବନ

ଶରୀର ପୋଷଣ ପାଇଁ ଖାଦ୍ୟ ଆବଶ୍ୟକ। ଖାଦ୍ୟ ମଧ୍ୟ ସାତ୍ତ୍ୱିକ ହେବା ଉଚିତ। ଖାଦ୍ୟର ମାନ, ମାତ୍ରା ଓ ସମୟ ମଧ୍ୟ ଠିକ୍‌ ନିର୍ଦ୍ଧାରଣ ହେବା ଉଚିତ। ଆହାର ଗ୍ରହଣ ପୂର୍ବରୁ ଭଗବାନଙ୍କୁ ଅର୍ପଣ କଲେ ଭଲ। ଖାଇବା ସମୟରେ କଥାବାର୍ତ୍ତା କରନ୍ତୁ ନାହିଁ ଏବଂ ଶାନ୍ତ ମନରେ ଭୋଜନ କରନ୍ତୁ। ଖାଇବା ପରେ ପରେ କୋଲ୍ଡ ଡ୍ରିଙ୍କ୍‌ସ ପିଅନ୍ତୁ ନାହିଁ କିମ୍ବା ଆଇସକ୍ରିମ ଖାଆନ୍ତୁ ନାହିଁ। ଖାଇବାର ଠିକ୍‌ ପୂର୍ବରୁ ଏବଂ ପରେ ପାଣି ପିଅନ୍ତୁ ନାହିଁ। ଏହାର ଅଧ ଘଣ୍ଟାଏ ପରେ ପାଣି ପିଅନ୍ତୁ। ବାରମ୍ବାର ଖାଇବା, ଅତ୍ୟଧିକ ପରିମାଣରେ ଖାଇବା, ତେଲ, ମାଛ, ମାଂସ ଓ ଅଣ୍ଡାଦି ଗରିଷ୍ଠ ଭୋଜନ ନିୟମିତ ବା ଅତ୍ୟଧିକ ସେବନ ଶରୀର ପାଇଁ କ୍ଷତିକାରକ। ଖାଦ୍ୟ ଖାଇବା ପରେ ତା’ର ପରିପାକ କ୍ରିୟା ସୁଚାରୁ ରୂପେ ହେବା ଆବଶ୍ୟକ। ଯଦି ଏହାର ପରିପାକ ଠିକ୍‌ ରୂପେ ନ ହୁଏ, ତେବେ ଏହାକୁ ଅପକ୍ୱ ଖାଦ୍ୟ କୁହାଯାଏ। ଏହାଦ୍ୱାରା ଖାଦ୍ୟ ପେଟରେ ଶଢ଼େ ଏବଂ ଟକ୍ସିକ୍‌ ବା ବିଷ ସୃଷ୍ଟି ହୋଇଥାଏ। ଏହାଦ୍ୱାରା ପ୍ରଥମେ ଗ୍ୟାସ୍‌ ତା’ପରେ ଏସିଡିଟି (ଅମ୍ଳ), ଅଲ୍‌ସର, ନାଳଝାଡ଼ା, ଆଣ୍ଠୁଗଣ୍ଠିବାତ, କୋଲେଷ୍ଟ୍ରରଲ୍‌ ବଢ଼ିବା, ହୃଦ୍‌ରୋଗ, ଉଚ୍ଚ ରକ୍ତଚାପ, ମଧୁମେହ ଆଦି ରୋଗ ଆମ ଶରୀରରେ ସୃଷ୍ଟି ହୋଇଥାଏ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ…

ମମତାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ସମାଲୋଚନା, ଗଣତନ୍ତ୍ରକୁ ବିପଦରେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ

କୋଲକାତା,୨୨ା୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ୍ ଏପ୍ରିଲ୍ ୨୩ ତାରିଖରେ ହେବାକୁ ଯାଉଛି । ଶାସକ ତୃଣମୂଳ କଂଗ୍ରେସ ଏବଂ ମୁଖ୍ୟମନ୍ତ୍ରୀ ମମତା…

ଅସ୍ତ୍ରବିରତି ବୃଦ୍ଧି ପରେ ହର୍ମୁଜ୍ ପ୍ରଣାଳୀରେ ଗୁଳିମାଡ଼, ୩ଜାହାଜ…

ନୂଆଦିଲ୍ଲୀ,୨୨ା୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ପରେ, ହର୍ମୁଜ୍ ପ୍ରଣାଳୀରେ ତିନୋଟି ମାଲବାହୀ ଜାହାଜ ଉପରେ ଆକ୍ରମଣ ହୋଇଛି। ବର୍ତ୍ତମାନ,…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ…

ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ…

ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର, ଦେଖିଲେ ଲାଗୁଛି….

ବଲାଙ୍ଗିର/ସଇଁନ୍ତଲା,୨୨ା୪(ସୁନିଲ ମହାନ୍ତି/ରାଖାଲ ଶତପଥୀ): ବଲାଙ୍ଗିର ଜିଲା ସଇଁତଳା ଥାନା ବର୍ଣୀ ସଂରକ୍ଷିତ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର ହୋଇଛି । ତେବେ ନରକଙ୍କାଳଟି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri