ଆଜ୍‌ମା ଆଶଙ୍କା କମାଏ ସନ୍ତୁଳିତ ଓଜନ

ଆଜ୍‌ମା ଏଭଳି ଏକ ସସମ୍ୟା, ଯାହାକୁ ଔଷଧ ଖାଇବା ସହ ଆଉ କେତୋଟି ବିଷୟ ପ୍ରତି ଧ୍ୟାନ ଦେଲେ ତାହା ନିୟନ୍ତ୍ରଣରେ ରହିଥାଏ। ତେବେ ଏଥିରୁ ଦୂରେଇ ରହିବାର ଏକ ସହଜ ତଥା ସରଳ ଉପାୟ ରହିଛି। ତାହା ପୁଣି ହାତ ପାଆନ୍ତାରେ। ଯଦି ଜଣେ ନିଜର ଓଜନକୁ ସନ୍ତୁଳିତ ରଖନ୍ତି ତେବେ ସେ ନିଜକୁ ଆଜ୍‌ମା ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବେ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ‘ଆଜ୍‌ମା ଏବଂ ସନ୍ତୁଳିତ ଓଜନ’ ଶୀର୍ଷକ ବିଷୟ ଉପରେ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହି ସମୟରେ ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ନିଜର ଓଜନ ସନ୍ତୁଳିତ ରଖିବାକୁ ପରାମର୍ଶ ଦିଆଯାଇଥିଲା। ଅନ୍ୟପକ୍ଷରେ ନିୟମିତ ସମୟ ବ୍ୟବଧାନରେ ଏମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ମଧ୍ୟ କରାଯାଇଥିଲା। ପରିଶେଷରେ ଜଣାପଡ଼ିଲା ଯେ, ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ପ୍ରାୟ ୪୦ ପ୍ରତିଶତଙ୍କଠାରେ ଆଜ୍‌ମା ଲକ୍ଷଣ ଦେଖିବାକୁ ମିଳି ନ ଥିଲା। ଏହାର ସଂଯୋଗ ଓଜନ ନିୟନ୍ତ୍ରଣ ସହ ରହିଛି ବୋଲି ଉକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀ ପୂର୍ବରୁ ସୃଷ୍ଟି ହେଉଛି ରାଜଯୋଗ, ମେଷ-ମିଥୁନ ସମେତ ଏହି ରାଶିର ବ୍ୟକ୍ତି ହେବେ ମାଲାମାଲ୍!

ରାଜଯୋଗ ଏବଂ ଧନ ଯୋଗର ଗ୍ରହ ସୂର୍ଯ୍ୟ, ଏହି ମାସର ୧୫ ତାରିଖରେ ନିଜର ରାଶି ପରିବର୍ତ୍ତନ କରିବେ। ପ୍ରାୟ ୧ଟା୦୮ ସମୟରେ, ସୂର୍ଯ୍ୟ କୁମ୍ଭ ରାଶିରୁ…

ମାର୍ଚ୍ଚ ୨୧ରୁ ଏହି ୭ ରାଶିର ବ୍ୟକ୍ତି ହୋଇଯିବେ ମାଲାମାଲ: ବୁଧ ଗ୍ରହ….

ପ୍ରତି ମାସରେ ବ୍ରହ୍ମାଣ୍ଡରେ ଗ୍ରହ ପରିବର୍ତ୍ତନ ଘଟେ, ଯାହା ଲୋକଙ୍କ ଜୀବନକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପ୍ରଭାବିତ କରେ। ଯେଉଁମାନେ ଜ୍ୟୋତିଷ ଶାସ୍ତ୍ରରେ ବିଶ୍ୱାସ କରନ୍ତି, ସେମାନେ ଏହି…

ଖରାଦିନେ ଫ୍ରିଜରେ ଥିବା ଥଣ୍ଡା ପାଣି ପିଉଛନ୍ତି କି? ଜାଣନ୍ତୁ ଶରୀର ଉପରେ କେଉଁ ପ୍ରଭାବ ପଡେ

ଗ୍ରୀଷ୍ମ ଋତୁରେ ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ପାଇଁ ସମସ୍ତେ ଇଚ୍ଛା ପ୍ରକାଶ କରିଥାନ୍ତି । କିନ୍ତୁ ଏହା ଶରୀର ଉପରେ ସକରାତ୍ମକ ବଦଳରେ ନକାରାତ୍ମକ…

ଶତଭିଷା ନକ୍ଷତ୍ରକୁ ଗୋଚର କଲେ ବୁଧ, ଏହି ୩ ରାଶିର ବଦଳିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ଏବଂ ବୁଦ୍ଧିର କାରକ ଭାବରେ ବିବେଚିତ ବୁଧ ଗ୍ରହ ଆଜି ନିଜର ପକ୍ଷ ପରିବର୍ତ୍ତନ କରିଛନ୍ତି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ,…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାକୁ ହେଲେ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରନ୍ତୁ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିବା ନିହାତି ଦରକାର। ନ ହେଲେ ଆମ ଶରୀର ଅଧିକାଂଶ ସମୟ ରୋଗାକ୍ରାନ୍ତ ରହିବାର ଆଶଙ୍କା ରହିଛି। ତେବେ…

ଯନ୍ତ୍ରଣା-ରଶ୍ମି

ଭଙ୍ଗାରୁଜା, ଜଳାପୋଡ଼ା କିମ୍ବା ଅନ୍ୟାନ୍ୟ ବିଶୃଙ୍ଖଳା ସୃଷ୍ଟି କରିବା ଉଦ୍ଦେଶ୍ୟରେ ମାଡ଼ି ଆସୁଥିବା ଜନତାଙ୍କୁ ନିୟନ୍ତ୍ରଣ କରିବା ପାଇଁ ଆଜି ପ୍ରଶାସନ ନିକଟରେ ଯେଉଁ କେତୋଟି ଅତି…

ଆଜି ଜାତୀୟ ଦନ୍ତ ଚିକିତ୍ସକ ଦିବସ, ଦାନ୍ତ ସୁରକ୍ଷା ପ୍ରତି ଯତ୍ନବାନ୍‌ ହେବା ଜରୁରୀ

ଦାନ୍ତ ଆମକୁ ଖାଦ୍ୟ ଚୋବାଇବାରେ ସାହାଯ୍ୟ କରିଥାଏ । ଏହା ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ। ଏହାର ଯଦି ଆମେ ଠିକ୍‌ ଭାବରେ ଯତ୍ନ ନ…

ଆସନ୍ତାକାଲି ଚନ୍ଦ୍ରଗ୍ରହଣ: କେଉଁ ରାଶି ପାଇଁ ଶୁଭ ଆଉ ଅଶୁଭ, ଜାଣନ୍ତୁ…

ଚନ୍ଦ୍ରଗ୍ରହଣକୁ ଏକ ଗୁରୁତ୍ୱପୂର୍ଣ୍ଣ ଖଗୋଳବିଜ୍ଞାନ ଘଟଣା ଭାବରେ ବିବେଚନା କରାଯାଏ, ଯାହାକୁ ରକ୍ତ ଚନ୍ଦ୍ର, ଆଂଶିକ ଚନ୍ଦ୍ରଗ୍ରହଣ, ଚନ୍ଦ୍ରଗ୍ରହଣ ଏବଂ ପେନମ୍ବ୍ରାଲ ଚନ୍ଦ୍ରଗ୍ରହଣ ମଧ୍ୟ କୁହାଯାଏ। ଚନ୍ଦ୍ରଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri