ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର

ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ ଏୟାରଲିଫ୍ଟ କରାଯାଇଥିଲା। ହେଲେ ସେଠାରେ ସେ ଆଖି ବୁଜିଛନ୍ତି।

ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଥିଲା। ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଥିଲା।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମଓ ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଧରାପଡ଼ିବେ। ପୋଲିସ ଟିମ ଅପରେଶନ ମୋଡ୍ରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri