ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ ଦୋକାନ ଜଳି ଯାଇଥିବା ବେଳେ ତିନୋଟି ଦୋକାନ ସମ୍ପୂର୍ଣ ଭାବେ ପାଉଁଶ ହୋଇଯାଇଛି ।

ଅଗ୍ନିଶମ ବାହିନୀର ଦୁଇଟି ନିଆଁଲିଭା ଗାଡି ନିଆଁକୁ ଆୟତ୍ତ କରିଛନ୍ତି । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ଜଣାପଡିନଥିଲେ ମଧ୍ୟ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏପର୍ଯ୍ୟନ୍ତ ଦୋକାନ ଗୁଡିକର କ୍ଷୟକ୍ଷତି ଆକଳନ ହୋଇନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri