ସବୁଦିନ ଚାଲିବ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ବତନ୍ତ୍ର ଏକ୍ସପ୍ରେସ ଶୁକ୍ରବାରଠାରୁ ସପ୍ତାହରେ ୫ଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବ। ଏ ନେଇ ପୂର୍ବତଟ ରେଳପଥ ନିଷ୍ପତ୍ତି ନେଇଛି। ଏହି ଟ୍ରେନ ଭୁବନେଶ୍ୱରରୁ ସକାଳ ୬ଟା ୩୦ରେ ଓ ବଲାଙ୍ଗୀରଠାରୁ ଅପରାହ୍ନ ୨ଟା ୪୫ରେ ଛାଡ଼ୁଛି। ତେବେ ଭୁବନେଶ୍ୱର ଓ ବଲାଙ୍ଗୀର ମଧ୍ୟରେ ଏହି ଟ୍ରେନ୍‌ ମଞ୍ଚେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ୍‌, ଅନୁଗୋଳ, ବଇଣ୍ଡା, ବେମୁର, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ୍‌, ବରପାଲି ଏବଂ ଲୋଇସିଙ୍ଗାଠାରେ ଉଭୟ ଦିଗରୁ ରହଣି କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?