ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ
ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା କରାଯାଇଛି। ଏହି ଘୋଷଣା କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି ଶ୍ରୀବତ୍ସ ବେହେରା, ବଲାଙ୍ଗୀର ଜିଲା ପ୍ରଭାରୀ ପର୍ଶୁରାମ ମାଝୀ, ଯଦୁମଣି ପାଣିଗ୍ରାହୀ, ଗୋପାଳଜୀ ପାଣିଗ୍ରାହୀ, ଯଜ୍ଞେଶର ବାବୁ,ବଲ୍ଲଭ ଧାରୁଆ, ମୁଖ୍ୟ ଉପସ୍ଥିତ ଥିଲେ।

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା ସଭାପତି ଭାବେ ଅମରଜିତ୍‌ ପଟେଲ, ସାଧାରଣ ସମ୍ପାଦକ ଭାବେ ଦେବବ୍ରତ ନିନା, ଆଦର୍ଶ ପାଣିଗ୍ରାହୀ, ଉପସଭାପତି ଭାବେ ଅନିରୁଦ୍ଧ ପଶାୟତ, ଅଙ୍କିତ ସିଂଦେଓ, ଶ୍ରୀକାନ୍ତ ବେହେରା, ଦେବବ୍ରତ ବିଶି, ମନୀଷ ଶର୍ମାଙ୍କୁ ଦାୟିତ୍ୱ ମିଳିଛି। ସମ୍ପାଦକ ଭାବେ ସରୋଜ ଥାଟି, ନୌରାଜ ରଣା, ଋତୁରାଜ ପଧାନ, ଅରୁଣ ସାହୁ, ଦିବ୍ୟ ପଣ୍ଡା। ଓଫିସ ସମ୍ପାଦକ ରାଜେଶ ସାହୁ, କୋଷାଧ୍ୟକ୍ଷ ସୁରେନ୍ଦ୍ର ପଣ୍ଡା,ସୋସିଆଲ ମିଡିଆ ଶିବା ସୁନା।

ସେହିପରି ଜିଲା ଯୁବମୋର୍ଚ୍ଚା କାର୍ଯ୍ୟ ନିର୍ବାହୀ ସଦସ୍ୟ ଭାବେ ବିବେକାନନ୍ଦ ପୁରୋହିତ, ଚନ୍ଦନ ରଣା, ହିମାଞ୍ଚଲ ସାହୁ, ଆକାଶ ମେହେର, ପ୍ରେମାନନ୍ଦ ପଧାନ, ଉତ୍ତମ ନାଏକ, ଦୁଃଖିଶ୍ୟାମ ରଣା, ମିତାଞ୍ଜଳି ଉପାଧ୍ୟାୟ, ଦୁଷ୍ମନ୍ତ ଷାଣ୍ଢ , ପଞ୍ଚା ବାଗ, ଚିନ୍ମୟ ସାହୁ, ନନ୍ଦଲାନ ମେହେର, ଜତିରଞ୍ଜନ ପଟେଲ, ମୋନାଲିସା ମହାନ୍ତି, ରଞ୍ଜନ ପଧାନ, ସମୀର ପଧାନ, ଜିତେନ୍ଦ୍ର ସାହୁଙ୍କୁ ଦାୟିତ୍ୱ ମିଳିଛି। ତେବେ ସମସ୍ତ ନୂତନ ଦାୟିତ୍ୱ ପାଇଥିବା କାର୍ଯ୍ୟକର୍ତ୍ତାଙ୍କୁ ଜିଲା ସଭାପତି ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।
ଆଗାମୀ ଦିନରେ ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା ସୁଦୃଢ଼ ସଂଗଠନ ବିଷୟରେ ଆଲୋଚନା କରିବା ସହ ରାଜ୍ୟରେ ଯୁବମୋର୍ଚ୍ଚାକୁ ଅଗ୍ରଣୀ ଜିଲା ରୂପେ ପହଞ୍ଚାଇବା ପାଇଁ ଜିଲା ଯୁବମୋର୍ଚ୍ଚା ସଭାପତି ଅମରଜିତ୍‌ ପଟେଲ କହିଥିଲେ।

Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri