ଆଜି ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ବନ୍ଦ ଡାକରା ପରେ ଗୁରୁବାର ସକାଳୁ ଭାଜପା ପକ୍ଷରୁ ବିଭିନ୍ନ ଅଫିସ ସମ୍ମୁଖରେ ପିକେଟିଂ କରାଯାଇଛି। ଜିଲାପାଳ କାର୍ଯ୍ୟାଳୟ, ସିଭିଲ କୋର୍ଟ, ପ୍ରଧାନ ଡାକଘର, ଡିଆରଡିଏ ଅଫିସ ସମ୍ମୁଖରେ ପିକେଟିଂ କରିଛନ୍ତି । ସକାଳୁ ବନ୍ଦର ପ୍ରଭାବ ଦେଖାଦେଇଛି। ସମସ୍ତ ଦୋକାନ ବଜାର, ଚାରିଚକିଆ ଗାଡ଼ିମଟର ଚଳାଚଳ ବନ୍ଦ ରହିଛି। ସାରା ଜିଲାରେ ବନ୍ଦର ପ୍ରଭାବ ଦେଖାଦେଇଛି। ଭାଜପା ନେତା, କର୍ମୀ ବିଭିନ୍ନ ସ୍ଥାନରେ ଗାଡ଼ିମଟର ଅଟକାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନରେ ୫୫୨ ଚାଳକଙ୍କୁ ୫.୫୫ ଲକ୍ଷ ଟଙ୍କାର ଚାଲାଣ

ବ୍ରହ୍ମପୁର ଅଫିସ,୧୦ା୧୨-ସଡକ ଦୁର୍ଘଟଣା ମୃତ୍ୟୁସଂଖ୍ୟା ହ୍ରାସ କରିବା ଉଦ୍ଦେଶ୍ୟ ନେଇ ସରକାର ଟ୍ରାଫିକ ନିୟମ ସଂଶୋଧନ କରିଥିଲେ। ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ସାରା...

ମହାନଦୀ ପାଇଁ କଟକକୁ ଭୂକମ୍ପ ଭୟ

କଟକ ଅଫିସ,୩୧।୭: ଦେଶର ଯେଉଁ ୩୦ଟି ସହରକୁ ଭୂକମ୍ପ ଭୟ ରହିଛି, ସେହି ତାଲିକାରେ କଟକର ନାମ ସ୍ଥାନ ପାଇଛି। ମହାନଦୀର ତ୍ରିକୋଣ ଭୂମିରେ କଟକ...

ପୁରୀରୁ ସାଇବର ଅପରାଧୀ ଗିରଫ : ୨ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ସାଇବର ଅପରାଧରେ ଜଡ଼ିତ ଜଣେ ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣଙ୍କ ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ...

ସଫେଇ କର୍ମଚାରୀଙ୍କୁ ମାସ୍କ, ସାନିଟାଇଜର ବଣ୍ଟନ

ବାଲିଗୁଡ଼ା:୨୨ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ସମସ୍ତେ ଘରେ ରହୁଥିବାବେଳେ ନିଜ ଜୀବନକୁ ବିପଦରେ ପକାଇ ସହରକୁ ପରିସ୍କାର ପରିଚ୍ଛନ ରଖୁଛନ୍ତି ସଫେଇ କର୍ମଚାରୀ। ମହାମାରୀ କରୋନା ମୁକାବିଲା...

ଭୋଗରାଇର ୭ ପଞ୍ଚାୟତ ସଟଡାଉନ

ଭୋଗରାଇ,୧୨।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ୭ ପଞ୍ଚାୟତ ବାରବାଟିଆ, କୁମ୍ଭାରମୂଳୀ, ଭୋଗରାଇ, ସୁଲତାନପୁର, ନିମାତପୁର, ସୁନାଧରବସାଣ, ଜୟୀରାମପୁରକୁ ସ୍ଥାନୀୟ ସରପଞ୍ଚ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଗତ...

ମୁନ୍‌ସୀ ମେଳଣ ପାଇଁ ପୀଠ ଦେବତାଙ୍କ ପୂଜାର୍ଚ୍ଚନା

ଭଣ୍ଡାରିପୋଖରୀ,୧୬।୩(ଡି.ଏନ.ଏ) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଐତିହାସିକ ଗଣପର୍ବ ମୁନ୍‌ସୀ ମେଳଣ ପାଇଁ ଥାନା ପରିସର ଶୀତକଣ୍ଠେଶ୍ୱର ଶିବ ମନ୍ଦିରରେ ମଙ୍ଗଳବାର ଘଟ ସ୍ଥାପନା...

ବିନା ପାସ୍‌ରେ ଆଉ ଗଡିବନି ଗାଡି

ବରଗଡ଼ ଅଫିସ,୮।୪: ଘାତକ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ଦୋକାନ, ବଜାର ପରେ ବରଗଡ଼ ଜିଲା...

ସୁରଟରୁ ୩ ବସ ଆସିକାରେ ପହଁଚିଲା: କ୍ୱାରାଣ୍ଟାଇନରେ ୧୧୪

ଆସିକା,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ସ୍ଥିତିରେ ସୁରଟରେ ଫସି ରହିଥିବା ପ୍ରବାସୀ ଓଡିଆଙ୍କ ଘର ବାହୁଡାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ବିଳମ୍ବିତ ରାତିରେ ୩ ବସ୍‌ରେ ପ୍ରବାସୀ ଓଡିଆ...

Advertisement
Archives

Model This Week