ଆଜି ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ବନ୍ଦ ଡାକରା ପରେ ଗୁରୁବାର ସକାଳୁ ଭାଜପା ପକ୍ଷରୁ ବିଭିନ୍ନ ଅଫିସ ସମ୍ମୁଖରେ ପିକେଟିଂ କରାଯାଇଛି। ଜିଲାପାଳ କାର୍ଯ୍ୟାଳୟ, ସିଭିଲ କୋର୍ଟ, ପ୍ରଧାନ ଡାକଘର, ଡିଆରଡିଏ ଅଫିସ ସମ୍ମୁଖରେ ପିକେଟିଂ କରିଛନ୍ତି । ସକାଳୁ ବନ୍ଦର ପ୍ରଭାବ ଦେଖାଦେଇଛି। ସମସ୍ତ ଦୋକାନ ବଜାର, ଚାରିଚକିଆ ଗାଡ଼ିମଟର ଚଳାଚଳ ବନ୍ଦ ରହିଛି। ସାରା ଜିଲାରେ ବନ୍ଦର ପ୍ରଭାବ ଦେଖାଦେଇଛି। ଭାଜପା ନେତା, କର୍ମୀ ବିଭିନ୍ନ ସ୍ଥାନରେ ଗାଡ଼ିମଟର ଅଟକାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନରେ କରାଗଲା ଆଲୋକ ବ୍ୟବସ୍ଥା

ଉମରକୋଟ, ୧୭।୩(ସ୍ବ.ପ୍ର.):ନବରଙ୍ଗପୁର ଜିଲା ଉମରକୋଟ ଅଧୀନ ୫ନମ୍ବର ୱାର୍ଡ ସ୍ଥିତ ଶ୍ମଶାନରେ ଲାଇଟ୍‌ ନ ଥିବାରୁ ରାତିରେ ‘ମୋବାଇଲ ଲାଇଟ୍‌ରେ ମୃତଦେହ’ ସତ୍କାର ଶୀର୍ଷକ ଏକ...

ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା

ଅନୁଗୋଳ ଅଫିସ, ୬ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବୁଧବାର ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା। ଚିକିତ୍ସା ଅବହେଳାରୁ ବଅଁରପାଳ ବ୍ଲକ...

କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହେଲ୍‌ଥ ସେଣ୍ଟର

ଢେଙ୍କାନାଳ ଅଫିସ, ୧୪।୪ ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି ଜିଲାସ୍ତରୀୟ କୋଭିଡ୍‌ ହେଲ୍‌ଥ ସେଣ୍ଟର। ରାଜ୍ୟ ସରକାର...

ଘାଟିରେ ଓଲଟିଲା ବସ୍‌, ୪ ଗୁରୁତର ୩୦ ଆହତ

ଠାକୁରମୁଣ୍ଡା,୪।୩(ଡି.ଏନ୍‌.ଏ.): ରାଇରଙ୍ଗପୁରରୁ ଭାୟା ଠାକୁରମୁଣ୍ଡା ଦେଇ ଭୁବନେଶ୍ୱର ଯାଉଥିବା ମା’ ତାରିଣୀ ନାମକ ଏକ ଯାତ୍ରୀବାହୀ ବସ୍‌ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଗୋଡ଼ଭଙ୍ଗା ଘାଟିରେ ଓଲଟି ପଡ଼ିବାରୁ...

ବାହାନଗା ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ସୁପାରିସ

ଭୁବନେଶ୍ୱର,୪ା୬: ବାଲେଶ୍ୱର ଜିଲା ବାହାନଗା ରେଳ ଷ୍ଟେଶନରେ ହୋଇଥିବା ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ପାଇଁ ରେଲଓ୍ବେ ବୋର୍ଡ ପକ୍ଷରୁ ସୁପାରିଶ କରାଯାଇଛି ବୋଲି ରେଳମନ୍ତ୍ରୀ...

୨ ବର୍ଷ ହେବ ଟ୍ରେନ୍‌ ଚଳାଚଳ ବନ୍ଦ: ରୁପ୍ରାରୋଡ ଷ୍ଟେଶନରେ ଆନ୍ଦୋଳନ

ରୁପ୍ରାରୋଡ,୧୦।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ରୁପ୍ରାରୋଡ ରେଳ ଷ୍ଟେଶନରେ ରେଳଯାତ୍ରୀ ସୁରକ୍ଷା ସମିତି, ରୁପ୍ରାରୋଡ ପକ୍ଷରୁ ରବିବାର ସକାଳୁ ଆନ୍ଦୋଳନ ଜାରି ରହିଛି। (୧୮୫୧୭- କୋରବା), (୧୮୫୧୮...

ପୁଅ କଟୁରି ଚୋଟରେ ମା’ ଗୁରୁତର: ଅଭିଯୁକ୍ତ ଗିରଫ

ଡେଲାଙ୍ଗ,୧୩ା୯(ଡି.ଏନ୍‌.ଏ.): ଡେଲାଙ୍ଗ ଥାନା ଅନ୍ତର୍ଗତ ପଟଣପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଟୁରି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ...

ସ୍ବାଭିମାନ ଅଞ୍ଚଳରେ ସରିଲାଣି ୯୦ କିମି ମାଟି, ୨୦ କିମି ପିଚୁ

ମାଲକାନଗିରି,୬|୩ (ଡି.ଏନ୍‌.ଏ.) – ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣେ କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ବେହେରାଙ୍କୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week