ପାଟଣାଗଡ ଗଣହତ୍ୟା ମାମଲାର ପର୍ଦ୍ଦାଫାସ୍‌

ବଲାଙ୍ଗୀର ଅଫିସ,୧୮।୧୧-ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ଗଣହତ୍ୟା ମାମଲାର ବୁଧବାର ପର୍ଦ୍ଦାଫାସ୍‌ ହୋଇଛି। ଏହି ମାମଲାରେ ପୋଲିସ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୨ ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଗଣହତ୍ୟାରେ ୯ ଜଣଙ୍କ ସମ୍ପୃକ୍ତି ଥିବା ନେଇ ସ୍ବତନ୍ତ୍ର ପୋଲିସ ଟିମ ସୂଚନା ଦେଇଛି। ହତ୍ୟାରେ ବ୍ୟବହୃତ ଖଣ୍ଡା, ରଡ୍‌, ଗଇଁଚି, ଫାର୍ସା ଜବତ କରାଯାଇଛି। ସେହିପରି ୨ଟି ଲୁନା, ଗୋଟିଏ ବାଇକ, ୬ଟି ମୋବାଇଲ, ପେଟ୍ରୋଲ ବୋତଲ ଜବତ କରାଯାଇଥିବା ବଲାଙ୍ଗୀର ଏସ୍‌ପି ଏମ.ଏସ ସମ୍ପଦ ବୁଧବାର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ୧୧ ତାରିଖରେ ବୁଲୁ ଜାନି, ତାଙ୍କ ସ୍ତ୍ରୀ ଓ ୪ ନାବାଳକ ପିଲାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri