ବଲାଙ୍ଗୀର ଏସ୍‌ଡିପିଓ ହୃଷୀକେଶ ମେହେର ନିଲମ୍ବିତ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏସ୍‌ଡିପିଓ ହୃଷୀକେଶ ମେହେରଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏ ନେଇ ସୋମବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ନିଲମ୍ବନ ସମୟରେ ମେହେରଙ୍କ ମୁଖ୍ୟାଳୟ ନୟାଗଡ଼ ଏସ୍‌ପିଙ୍କ କାର୍ଯ୍ୟାଳୟ ରହିବ। ଏଠାରେ ସୂଚନାଯୋଗ୍ୟ, କଣ୍ଟାବାଞ୍ଜିର ଏକ ଲଜ୍‌ରୁ ୫୮ ଲକ୍ଷ ଟଙ୍କାର କ୍ୟାଶ୍‌ ଜବତ ହୋଇଥିଲା। ଏହି ଘଟଣାରେ ଆନ୍ଧ୍ର ପ୍ରଦେଶର ୭ ଜଣଙ୍କୁ ଅଟକ ରଖାଯାଇଥିଲା। ପରେ ସେହି କ୍ୟାଶ୍‌ରୁ କଣ୍ଟାବାଞ୍ଜି ଥାନାରୁ ୨୦ ଲକ୍ଷ ଜବତ ହୋଇଥିଲା। ଏହି ଘଟଣାରେ ଏସ୍‌ଡିପିଓ ମେହେର ସନ୍ଦେହଘେରକୁ ଆସିଥିଲେ। ଏହାପରେ ତାଙ୍କୁ ବଦଳି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ସେକ୍ସ ର଼୍ୟାକେଟ, ୨ ଗିରଫ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ ନିକଟ ଏକ ଗେଷ୍ଟ ହାଉସରେ ସେକ୍ସ କାରବାର ଚାଲିଥିଲା। ଏ ସମ୍ପର୍କରେ ସୂଚନା ମିଳିବା ପରେ ମଙ୍ଗଳବାର ଖଣ୍ଡଗିରି...

ପେଟ୍ରୋଲ ପମ୍ପ୍‌ରୁ ୨୦ ଲକ୍ଷ ଲୁଟ୍‌

କେନ୍ଦୁଝର,୨୧ା୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ପଦ୍ମପୁର ଅନ୍ତର୍ଗତ ଏକ ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ବନ୍ଧୁକ ଦେଖାଇ ସୋମବାର ୨୦ ଲକ୍ଷ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେଲ...

ବ୍ୟାଙ୍କ ସୁରକ୍ଷା ଯାଞ୍ଚ କଲା ପୋଲିସ

ବ୍ରହ୍ମପୁର ପୋଲିସ, ୩୧ା୭- ବ୍ୟାଙ୍କ ସୁରକ୍ଷା ବ୍ୟବସ୍ଥାରେ ଢିଲା ରହିଥିବା ଯୋଗୁ ବିଗତ ଦିନରେ ଅନେକ ଗ୍ରାହକ ଠକେଇର ଶିକାର ହୋଇଥିବା ନଜିର ରହିଛି। ଏପରିକି...

ନାଲ୍‌କୋ କଲୋନୀ ସମ୍ମୁଖରୁ ଜବରଦଖଲ ଉଚ୍ଛେଦ: ଥଇଥାନ ନ ହେଲେ ଆତ୍ମହତ୍ୟା ଚେତାବନୀ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ମିଳିତ ଏନ୍‌ଫୋର୍ସମେଣ୍ଟ ଟିମ ପକ୍ଷରୁ ନାଲ୍‌କୋ କଲୋନୀ ସମ୍ମୁଖରେ ବୁଧବାର ଉଚ୍ଛେଦ ପ୍ରକ୍ରିୟା ଚାଲିଥିଲା। କିନ୍ତୁ ସେଠାକାର ବ୍ୟବସାୟୀମାନେ ପୂର୍ବରୁ କରାଯାଇଥିବା ଥଇଥାନକୁ ପୁଣି...

ଚାର୍ଜଶିଟ୍‌ ଦାଖଲ କଲା ପୋଲିସ

ଭୁବନେଶ୍ୱର,୧୪।୬(ବ୍ୟୁରୋ):ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର...

ବବିଙ୍କ ସପକ୍ଷରେ ବାହିନୀପତି

ଭୁବନେଶ୍ବର, ୧୦ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ହୋଇଥିବା ବେଳେ ଏହା ଉପରେ ପ୍ରତିକ୍ରିୟା ରଖି ଦଳର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ବିସ୍ଫୋରକ...

ପାଣି ସମସ୍ୟା ଦୂର ନ ହେଲେ ଭୋଟ ବର୍ଜନ

ଖୋର୍ଦ୍ଧା ଅଫିସ,୩୧ା୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ପଦକ୍ଷେପ...

ଅବପାତରେ ପରିଣତ ହେଲା ଲଘୁଚାପ କ୍ଷେତ୍ର, ୩ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୯।୮(ବ୍ୟୁରୋ): ଅବପାତରେ ପରିଣତ ହେଲା ସୁଦୃଶଃ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ରାଜ୍ୟରେ ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର...

Advertisement
Archives

Model This Week